ବାଂଲାଦେଶର ସୀମାସ୍ତମ୍ଭରୁ ହଟିଲା ପାକିସ୍ତାନ

ଢାକା,୧୪ା୯(ଆଇଏଏନ୍‌ଏସ୍‌): ବାଂଲାଦେଶ ମୁକ୍ତି ଯୁଦ୍ଧର ୪୮ ବର୍ଷ ପରେ ଏହି ଦେଶର ସମସ୍ତ ସୀମାସ୍ତମ୍ଭ (ବୋର୍ଡର ପିଲାର)ରୁ ପାକିସ୍ତାନର ନାମକୁ ହଟାଇ ଦିଆଯାଇଛି। ୧୯୪୭ରେ ଦେଶ ବିଭାଜନ ବେଳେ ଏହି ସୀମାସ୍ତମ୍ଭଗୁଡ଼ିକୁ ସ୍ଥାପନ କରାଯାଇଥିଲା।
ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ନିର୍ଦ୍ଦେଶକ୍ରମେ ବର୍ଡର ଗାର୍ଡ ବାଂଲାଦେଶ (ବିଜିବି) ନିଜ ପାଣ୍ଠିରେ ଏହି କାର୍ଯ୍ୟ ସମ୍ପୂର୍ଣ୍ଣ କରିଛି।
୧୯୭୧ରେ ପାକିସ୍ତାନ କବଳରୁ ମୁକ୍ତ ହୋଇ ବାଂଲାଦେଶର ଜନ୍ମ ହୋଇଥିଲା। ଏହାର ୪୮ ବର୍ଷ ପରେ ଦେଶର ସମସ୍ତ ସୀମାସ୍ତମ୍ଭରୁ ପାକିସ୍ତାନର ନାମକୁ ହଟାଇଦେଇଛି ବାଂଲାଦେଶ। ଏହାସହ ପାକିସ୍ତାନ/ପିଏକେ ପରିବର୍ତ୍ତେ ସବୁ ପିଲାରର ନୂଆ ନାମକରଣ କରାଯାଇଛି ବାଂଲାଦେଶ/ବିଡି। ଭାରତ-ପାକିସ୍ତାନ ଅଲଗା ହେବାବେଳକୁ ପୂର୍ବ ପାକିସ୍ତାନ ସୀମାରେ ୮,୦୦୦ରୁ ଊର୍ଦ୍ଧ୍ୱ ବର୍ଡର ପିଲାର ସ୍ଥାପନ କରାଯାଇଥିଲା। ସେଥିରେ ଇଣ୍ଡିଆ-ପାକିସ୍ତାନ ବୋଲି ଉଲ୍ଲେଖ କରାଯାଇଥିଲା। ସେଗୁଡ଼ିକ ସତଖିରା, ଜେସୋର, ଚୂଡ଼ଙ୍ଗ, କୁଷ୍ଟିଆ, ରାଜଶାହି, ନାଓଗାଓଁ, ଜମାଲପୁର, ସୁନାମଗଞ୍ଜ, ବ୍ରାହ୍ମଣବାଡିଆ ଓ ଚିଟ୍ଟାଗଙ୍ଗ ସୀମାନ୍ତ ଅଞ୍ଚଳରେ ଏହି ସବୁ ପିଲାର ସ୍ଥାପିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri