Posted inଜାତୀୟ

ବାଂଲାଦେଶରେ ହିଂସାକାଣ୍ଡ: ଭାରତୀୟଙ୍କୁ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପରାମର୍ଶ

ନୂଆଦିଲ୍ଲୀ,୪ା୮: ବାଂଲାଦେଶରେ ରବିବାର ହିଂସାକାଣ୍ଡ ଘଟି ୩୨ ଜଣଙ୍କ ମୃତ୍ୟୁ ଘଟିଥିବାରୁ ସେଠାରେ ଥିବା ଭାରତୀୟମାନେ ସତର୍କ ରହିବାକୁ ନୂଆଦିଲ୍ଲୀ ପକ୍ଷରୁ ପରାମର୍ଶ ଦିଆଯାଇଛି।

ସିଲ୍‌ହେଟ୍‌ସ୍ଥିତ ଭାରତୀୟ ଅତିରିକ୍ତ ଉଚ୍ଚାୟୁକ୍ତଙ୍କ ଅଧୀନରେ ଆସୁଥିବା ଅଞ୍ଚଳରେ ରହୁଥିବା ଛାତ୍ରୀଛାତ୍ର ଓ ଅନ୍ୟମାନେ ନିୟମିତ ଯୋଗାଯୋଗରେ ରହିବା ପାଇଁ କୁହାଯାଇଛି। ଜରୁରୀ ଆବଶ୍ୟକ ପଡ଼ିଲେ ୮୮-୦୧୩୧୩୦୭୬୪୦୨ ନମ୍ବରରେ ଯୋଗାଯୋଗ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚି ପଳାଇଲେ ଟ୍ରମ୍ପ, ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଶିଶୁ, କିଶୋରଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ପଡୁଛି ଗଭୀର ପ୍ରଭାବ!

ନୂଆଦିଲ୍ଲୀ,୧୧।୮(ପି.ଟି.): ଦିନକୁ ଦିନ ବଢ଼ୁଥିବା ତାପମାତ୍ରା ଏବଂ ଗ୍ରୀଷ୍ମ ପ୍ରବାହ ସାମାଜିକ ଜୀବନଚଳଣିକୁ ପ୍ରଭାବିତ କରିବା ସହିତ ସ୍ବାସ୍ଥ୍ୟଗତ ଦିଗକୁ ନେଇ ଅନେକ ସମସ୍ୟା ସୃଷ୍ଟି କରିବାରେ…

ନୂଆ ଖଣି ଆଇନ: ରାଜ୍ୟ କ୍ଷମତା ଦୁର୍ବଳ

ନୂଆଦିଲ୍ଲୀ,୧୧।୮(ପି.ଟି.): ଖଣି ଓ ଖଣିଜ ନିୟମରେ ସଂଶୋଧନ ପାଇଁ କେନ୍ଦ୍ର ସରକାର ସୋମବାର ଲୋକ ସଭାରେ ଏକ ବିଲ୍‌ ଆଗତ କରିଛନ୍ତି, ଯାହାଦ୍ୱାରା ରାଜ୍ୟ ସରକାରମାନେ ଖଣିଜ…

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri