ବାଇକ ସହ ଗଞ୍ଜେଇ ଜବତ, ଜଣେ ଗିରଫ

ସୋରଡା,୧୪ା୩(ଡି.ଏନ୍‌.ଏ.): ସୋରଡା ଗାଜଲବାଡି ରାସ୍ତା ଏନ୍‌ଏଚ୍‌-୫୯ ଦାନ୍ତଲିଙ୍ଗି ଗ୍ରାମ ଛକରେ ଶନିବାର ସକାଳେ ଏସ୍‌ଆଇ ସୁନିଲ କଣ୍ଡଗୋରୀଙ୍କ ନେତୃତ୍ୱରେ ଯାନବାହନ ଯାଞ୍ଚ ଚାଲିଥିଲା। କନ୍ଧମାଳ ଜିଲା ଦାରିଙ୍ଗବାଡି ପଟୁ ଆସୁଥିବା ଏକ ବାଇକ (ନଂ.ଓଆର୍‌୦୫ଏନ୍‌-୮୯୭୨)କୁ ଯାଞ୍ଚ କରାଯାଇଥିଲା। ଯାଞ୍ଚବେଳେ ଏକ ଅଖାରେ ୧୨ କେଜି ଗଞ୍ଜେଇ ଥିବା ଜଣାପଡିଥିଲା। ପୋଲିସ ବାଇକ ସହ ଗଞ୍ଜେଇ ଜବତ କରିବା ସହ ଚାଳକ ଫିରିଙ୍ଗିଆ ଥାନା ରତଙ୍ଗ ଗ୍ରାମର ଶତପଥୀ ମାଝିଙ୍କୁ ଗିରଫ କରିଥିଲା। ନଂ.୬୪/୨୦ରେ ମାମଲା ରୁଜୁ କରି ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

ଗଞ୍ଜାମରେ ଗଭୀର ଅବପାତର ପ୍ରଭାବ: NH-516A ରେ ଗଛ ପଡ଼ି ରାସ୍ତା ବନ୍ଦ

ଛତ୍ରପୁର,୨୫।୯(ଦିଲ୍ଲୀପ ସାମଲ) : ଗଭୀର ଅବପାତଜନିତ ଲଗାଣ ବର୍ଷା ପରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଠାରୁ ପବନର ବେଗ ବଢ଼ିବାରେ ଲାଗିଛି । ଏହାର…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?