ଗୋପାଳପୁର,୧୫ ।୭-ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ହାଟ ତୁଳୁ ରାସ୍ତାରେ ରବିବାର ରାତିରେ ବାଇକ୍ ସାଇକେଲ ଧକ୍କାରେ ୨ଜଣଙ୍କ ମୃତ୍ୟୁ ଘଟିଛି । ସେମାନେ ହେଲେ ହିଞ୍ଜିଳାପଲ୍ଲୀ ଗ୍ରାମର ସଦାନନ୍ଦ ଦାସ (୬୩) ଓ ବାହାଦୁରପେଟା ଗ୍ରାମର ଡି. ଶ୍ରୀନୁ ରେଡ୍ଡୀ (୨୩)। ଶ୍ରୀନୁ ରବିବାର ରାତି ପ୍ରାୟ ୮ଟାରେ ମାର୍କଣ୍ଡି ଗ୍ରାମର ଜଣେ ସମ୍ପର୍କୀୟଙ୍କ ଘରୁ କନିଷି ତୁଳୁ ରାସ୍ତା ଦେଇ ବାଇକ୍ ଯୋଗେ ଆସୁଥିଲୋ ସେହି ସମୟରେ ହିଞ୍ଜିଳାପଲ୍ଲୀ ଗ୍ରାମର ସଦାନନ୍ଦ ସାଇକେଲ ଯୋଗେ କନିଷି ହାଟକୁ ଯାଉଥିଲେ । ବାଇକ୍ରେ ଦ୍ରୁତ ଗତିରେ ଥିବା ଶ୍ରୀନୁ ସାଇକେଲକୁ ପିଟି ଦେଇଥିଲେ। ଫଳରେ ଉଭୟ ରାସ୍ତାକଡ଼ରେ ପଡି ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡ଼ାକ୍ତର ଶ୍ରୀନୁଙ୍କୁ ମୃତ ଘୋଷଣା କରିଥିବା ବେଳେ ବିଳମ୍ବିତ ରାତିରେ ସଦାନନ୍ଦଙ୍କ ମୃତ୍ୟୁ ଘଟିଥିଲା। ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସାଇକେଲ ଓ ବାଇକ୍ ଜବତ କରି ନଂ. ୧୭୦/୧୯ରେ ଦୁର୍ଘଟଣା ଜନିତ ମାମଲା ରୁଜୁ କରିଛି ।
୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା
ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...
ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…
ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...
ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…
ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...
ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି
ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...
‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’
ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...
ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି
ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...
ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ
ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...
ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…
ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...
Archives


