ବାଇକକୁ ଧକ୍କାଦେଲା ଟ୍ରକ

ଆନନ୍ଦପୁର/କୋଳିମାଟି,୨୫ା୪(ଡି.ଏନ୍‌.ଏ.): ମହୁଲଡିହା ଥାନା ଅଧୀନ ଗୋଡ଼ଭଙ୍ଗା ଘାଟି ଉପରେ ଟ୍ରକ ଧକ୍କା ଦେବାରୁ ଦୁଇ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ ଅଗ୍ନିଶମ କର୍ମଚାରୀ ଦାରା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିବାବେଳେ ପରେ କଟକ ସ୍ଥାନାନ୍ତର କରାଯାଇଛି। ଗୁରୁତର ଦୁଇଜଣ ଘଷିପୁରା ଥାନା ତୋରାଣିଆପାଳ ଗ୍ରାମର ସାଗର ଜେନା ଓ ଖାଲପାଳ ଗ୍ରାମର ବିଶୁ ଜେନା। ଉଭୟ ଗୋଟିଏ ବାଇକରେ ଠାକୁରମୁଣ୍ଡା ଯାଉଥିବାବେଳେ ଟ୍ରକଟି ବିପରୀତ ଦିଗରୁ ଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବାଲେଶ୍ୱର/ବସ୍ତା, ୮।୭( ହରିଶଙ୍କର ପାଢ଼ୀ/ବାଞ୍ଛାନିଧି ଦେ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri