Posted inରାଜ୍ୟ

ବାଇକ୍‌-ଅଟୋ ଦୁର୍ଘଟଣା,୨ ଗୁରୁତର

ଭାପୁର,୨୦ା୬(ଡି.ଏନ୍‌.ଏ.): ଭାପୁର-ମନ୍ଦାରବେରଣୀ ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାରେ ଏକ ବାଇକ୍‌ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟି ବୁଧବାର ୨ ଜଣ ଗୁରୁତର ହୋଇଛନ୍ତି । ଏମାନେ ହେଲେ ଖଣ୍ଡପଡ଼ା ବ୍ଲକ ଶାଳଝରିଆ ଗ୍ରାମର ୨ ଭାଇ ଫକିର ଓ ଜିତେନ୍ଦ୍ର ମହାନ୍ତି। ଏକ ବାହାଘର ଉତ୍ସବରେ ଯୋଗଦେବା ପାଇଁ ଖୋର୍ଦ୍ଧା ଅଭିମୁଖେ ଯାଉଥିଲାବେଳେ ଭାପୁର ଆଡୁ ଦ୍ରୁତଗତିରେ ଆସୁଥିବା ଏକ ଅଟୋ ସେମାନଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଚିକିତ୍ସା ପାଇଁ ସେମାନଙ୍କୁ ପ୍ରଥମ ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଭୁବନେଶ୍ୱର ସ୍ଥାନାନ୍ତର କରିଛନ୍ତି । ଘଟଣା ସ୍ଥଳରେ ଅଟୋକୁ ଛାଡ଼ି ଡ୍ରାଇଭର ଫେରାର ହୋଇଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ...

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା

ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ...

ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୫।୫: ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri