ଦେବଗଡ,୭।୫(ଡି.ଏନ.ଏ):ଦେବଗଡ ଜିଲାକୁ ଅରେଞ୍ଜ ଜୋନ ଘୋଷଣା ପରେ ସନ୍ଧ୍ୟା ୭ରୁ ସକାଳ ୭ଟା ଯାଏ ବାହାରକୁ ନ ବାହାରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହାସତ୍ତ୍ୱେ ଭିଭିନ୍ନ ସ୍ଥାନରେ ଏହି ନିର୍ଦ୍ଦେଶନାମାକୁ ଅମାନ୍ୟ କରାଯାଉଥିବା ଦେଖିବାକୁ ମିଳୁଛି। ଏହିକ୍ରମରେ ନିର୍ଦ୍ଦେଶନାମା ଅମାନ୍ୟ କରି ବୁଲୁଥିବା ଅଭିଯୋଗରେ କୁଣ୍ଢେଇଗୋଳା ଥାନା ପୋଲିସ ୨ବାଇକ୍ ଓ ଗୋଟିଏ ବୋଲେରୋ ଜବତ କରିଛି। ସମ୍ପୃକ୍ତ ବାଇକ ଓ ବୋଲେରୋ ଚାଲକଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।
Posted inHome, ଆମ ଜିଲା ଖବର, ଦେବଗଡ଼ View All
ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍ ହାଉସ୍…
ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…
ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….
ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…
ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…
ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…
‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’
ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…
Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ
ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…
ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍ଶୀଘ୍ର ମୋ’ ଯାତ୍ରାରେ…
ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…
‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା
ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…
ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ
ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…
Archives

