ବାଇକ୍‌ରୁ ଖସି ଯୁବକଙ୍କ ଜୀବନ ଗଲା

ଅନୁଗୋଳ ଅଫିସ,୨।୧: ସହରର ଗାନ୍ଧୀମାର୍ଗରେ ବାଇକ୍‌ରୁ ଖସିପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ରାହ୍ମଣୀଦେଇପଡ଼ାର ସୁବାସ ଅଗ୍ରଓ୍ବାଲଙ୍କ ପୁଅ ବିକାଶ ଅଗ୍ରଓ୍ବାଲ(୩୭)। ମୃତ ବିକାଶ ସହରରେ ଥିବା ଏକ ଘରୋଇ ବ୍ୟାଙ୍କରୁ ଗୁରୁବାର ମଧ୍ୟାହ୍ନରେ ଫେରୁଥିବା ସମୟରେ ହମ୍ପସ୍‌ ପଡ଼ିବାରୁ ବାଇକ୍‌ରୁ ଖସି ପଡ଼ିଥିଲେ। ଏହା ଦେଖି ସ୍ଥାନୀୟ ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?