ବାଇକ୍‌ରୁ ଖସି ଯୁବତୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୩୦ା୧୨-ବାଇକ୍‌ରୁ ଖସିପଡ଼ି ଗୁରୁତର ଆହତ ହୋଇଥିବା ଜଣେ ଯୁବତୀଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଗଡ଼ ଥାନା ଅନ୍ତର୍ଗତ ରାଇବନ୍ଧ ଗ୍ରାମର ରାଜଲଷ୍ମୀ ଗୌଡ଼। ମେଡିକାଲ ଫାଣ୍ଡି ପୋଲିସ ରବିବାର ତାଙ୍କ ମୃତଦେହ ଜବତ କରିଛି । ଏ ନେଇ ନଂ.୬୭୮/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ଆସନ୍ତା ମାସରେ ରାଜଲଷ୍ମୀଙ୍କ ବିବାହ ହେବାର ଥିଲା। ଶନିବାର ସକାଳେ ସେ ତାଙ୍କ ଭାଇଙ୍କ ସହିତ ବାଇକ୍‌ରେ ଶେରଗଡ ବଜାରକୁ ଯାଇଥିଲେ। ମଧ୍ୟାହ୍ନରେ ଉଭୟେ ଘରକୁ ଫେରୁଥିବା ବେଳେ ଗାଁ ନିକଟ ମହୁଲି ଛକରେ ଏକ ବଳଦ ସହ ବାଇକ୍‌ଟି ଧକ୍କା ଦେଇଥିଲା। ଫଳରେ ବାଇକ ପଛରେ ବସିଥିବା ରାଜଲକ୍ଷ୍ମୀ ଛିଟିକି ପଡ଼ିବାରୁ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ପ୍ରଥମେ ବଡ଼ଗଡ଼ ସ୍ବାସ୍ଥ୍ୟକେନ୍ଦ୍ର ଓ ସେଠାରୁ ଅଧିକ ଚିକିତ୍ସା ଲାଗି ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ରାଜଲକ୍ଷ୍ମୀଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିଲେ ପ୍ରଫୁଲ୍ଲ ପଣ୍ଡା, କହିଲେ ଭାରତକୁ ସମଗ୍ର ବିଶ୍ୱରେ…

ଦିଗପହଣ୍ଡି, ୨୧।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ପୁଞ୍ଜିକଂୟା ଛକ…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…

ଶହୀଦ ଭଗତ୍‌ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା: ବିଜ୍ଞାନରେ ସିମରନ ବ୍ଲକ ଟପ୍ପର

ଗଞ୍ଜାମ,୨୧।୫(ଅନାଥ ତରାଇ): +୨ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଗଞ୍ଜାମ ବ୍ଲକ ସ୍ଥିତ ସହିଦ ଭଗତ୍ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ଏକ ଗୌରବମୟ…

ଭଞ୍ଜନଗର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଶେଷ: ସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଲେ ଦୁଇ ଭଉଣୀ, ପୁଣି ୩ ବର୍ଷ ପରେ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଦୀର୍ଘ ୨୫ ଦିନ ଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ବୁଧବାର ଉଦଯାପିତ ହୋଇଯାଇଛି। ପୁଣି ୩ ବର୍ଷ ପରେ ଦେବୀଙ୍କ…

ଖେମୁଣ୍ଡି କଲେଜ ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ଚନ୍ଦ୍ରକାନ୍ତ-ରୁଦ୍ର ଯୁଗ୍ମ ଟପ୍ପର, କଳାରେ ବାଜି ମାରିଲେ…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଚନ୍ଦ୍ରକାନ୍ତ ବିଷୋୟୀ ଏବଂ ରୁଦ୍ର ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri