ବାଇକ୍‌ରେ ବ୍ରହ୍ମପୁର ଯାଉଥିବା ବେଳେ ବଜ୍ରପାତ, ଆଖି ବୁଜିଲେ ଆରୋହୀ

ଖୋର୍ଦ୍ଧା ଅଫିସ, ୯।୬: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ବଜ୍ରପାତ ଘଟି ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମକୃଷ୍ଣ ଦାସ। ତାଙ୍କ ଘର ଗଞ୍ଜାମ ଜିଲାର ବ୍ରହ୍ମପୁର ଅଞ୍ଚଳରେ ବୋଲି ଜଣାପଡିଛି। ସେ ବାଇକରେ ଭୁବନେଶ୍ୱରରୁ ବ୍ରହ୍ମପୁର ଯାଉଥିଲେ। ତେବେ ଜାତୀୟ ରାଜପଥରେ ଥିବା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ହଠାତ୍‌ ବ୍ରଜପାତ ହେବାରୁ ସେ ଗୁରୁତର ଆହତ ହୋଇଥିଲେ। ଖବରପାଇ ଟାଉନ୍‌ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ମେଡିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଘରୁ ସ୍ବାମୀଙ୍କୁ ଉଠାଇନେଇ ପୋଲିସ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମର କେ.କୁରେଶୁୁ ରେଡ୍ଡୀଙ୍କ ଝିଅ କେ. ଭାରତୀ ରେଡ୍ଡୀ ସାନଖେମୁଣ୍ଡି ବ୍ଲକ…

ଘରୁ ବୃଦ୍ଧାଙ୍କ ପଚାସଢା ମୃତଦେହ ଉଦ୍ଧାର ଘଟଣା: ବେସାହାରା ହୋଇପଡିଛନ୍ତି ମାନସିକ ବିକାରଗ୍ରସ୍ତ ୨ ପୁଅ, ପ୍ରଶାସନର ଦେଖାନାହିଁ…

ପୁରୁଷୋତ୍ତମପୁର,୩୦/୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଚର୍ଚ୍ଚିତ ବିଷୟ ପାଲଟିଥିଲା। ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କିୟମାନେ ମୁହଁ ଫେରାଇ…

ବନ୍ୟା ଜଳ ମାଡ଼ି ଆସିବାରୁ ଫସିଗଲେ ୧୩ଚାଷୀ, ଉଦ୍ଧାର ପାଇଁ ଆସିଲା ଓଡ୍ରାଫ ଟିମ୍‌, ମଝି ପାଣିରେ ରହିଯାଇଥିଲେ ୪

ବଲାଙ୍ଗୀର,୩୦।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ଉନ୍ଦେର ନଦୀରେ ବନ୍ୟା ଆସିବାରୁ ଫସିଗଲେ ୧୩ ଚାଷୀ । ବଙ୍ଗୋମୁଣ୍ଡା ଗନ୍ଧର୍ଲା ଗାଁର ୫ ଜଣ…

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri