ବାଇଗଣ ବୋଝେଇ ପିକ୍‌ଅପ୍‌ ଓଲଟି ଡ୍ରାଇଭରଙ୍କ ମୃତ୍ୟୁ

ଭଞ୍ଜନଗର,୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କଳିଙ୍ଗାଘାଟିରେ ଏକ ପିକ୍‌ଅପ୍‌ ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ଜଣଙ୍କ ହେଲେ କବିସୂର୍ଯ୍ୟନଗର ଅଞ୍ଚଳର ପ୍ରତାପ ପ୍ରଧାନ(୩୫)।
ସୂଚନାଯୋଗ୍ୟ, ବରପାଲିରୁ କବିସୂର୍ଯ୍ୟନଗରକୁ ବାଇଗଣ ବୋଝେଇ କରି ପିକ୍‌ଅପ୍‌ଟି ଆସୁଥିବାବେଳେ ବୁଧବାର ବିଳମ୍ବିତ ରାତିରେ କଳିଙ୍ଗାଘାଟିଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏଥିରେ ଡ୍ରାଇଭର ଗୁରୁତର ହୋଇଥିବାବେଳେ ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏ ନେଇ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri