ବାଉଁଶ ମଞ୍ଚାରେ ଫସଲକୁ ଜଗିଥିବା ବେଳେ ବାର୍‌ହା ଆକ୍ରମଣ, ବୃଦ୍ଧା ମୃତ

ମହାକାଳପଡ଼ା,୫।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଉପକୂଳ ବ୍ଲକର ଗହୀରମଥା ଶାଶିନିପେଟା ରେଞ୍ଜ ଅଧୀନ ସ୍ଥାନୀୟ ନରସିଂହପୁର ଗ୍ରାମ ନିକଟ ଚାଷଜମିରେ ବାର୍‌ହା ଦଳ ଆକ୍ରମଣରେ ବୁଧବାର ବିଳମ୍ବିତ ରାତିରେ ଜନୈକ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବ୍ଲକ ଅନ୍ତର୍ଗତ ନାଞ୍ଜୁରା ପଞ୍ଚାୟତର ନରସିଂପୁର ଗ୍ରାମର ପୂର୍ବତନ ଓ୍ବାର୍ଡ ସଭ୍ୟ ଭାରତୀ ଜାନା(୬୨)।

ଫସଲକୁ ରକ୍ଷା କରିବାକୁ କରାଯାଇଥିବା ବାଉଁଶ ମଞ୍ଚାରେ ସେ ସ୍ବାମୀ ଝଣ୍ଡୁଙ୍କ ସହ ଯାଇଥିଲେ। ତେବେ ରାତିରେ ବାର୍‌ହାଙ୍କ ଆକ୍ରଣରେ ସେ ଗୁରୁତର ହୋଇଥିଲେ। ଖବର ପାଇ ପରିବାର ଓ ସ୍ଥାନୀୟ ସରପଞ୍ଚ, ରେଞ୍ଜର ପହଞ୍ଚି ତାଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ମୃତାଙ୍କ ପୁଅ ତନ୍ତିଆପାଳ ମେରାଇନ ଥାନା ଓ ରେଞ୍ଜରଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ଜିଲା ରେଡକ୍ରସ ପାଣ୍ଠିରୁ କ୍ଷତିଗ୍ରସ୍ତ ପରିବାରକୁ ୨୦ହଜାର ଟଙ୍କା କ୍ଷତିପୂରଣ ଦିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri