‘ବାଗି-୩’ରେ ଦିଶାଙ୍କ ହଟ୍‌ ଆଇଟମ୍‌ ନଂ ‘ଡୁ ୟୁ ଲଭ୍‌ ମି’ ରିଲିଜ, ଦେଖନ୍ତୁ ଭିଡିଓ

ବମ୍ବେ: ଅଭିନୟ ସହ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ଅଭିନେତ୍ରୀ ଦିଶା ପଟାନୀ। ନିକଟରେ ରିଲିଜ ହୋଇଥିଲା ଦିଶା- ଆଦିତ୍ୟ କପୁର ଅଭିନୀତ ଫିଲ୍ମ ‘ମଲଙ୍ଗ’। ଏଥିରେ ବୋଲ୍ଡ ଲୁକ୍‌ରେ ନଜର ଆସିଥିଲେ ଦିଶା। ସେ ଏବେ ସଲମାନଙ୍କ ସହ ଫିଲ୍ମ ‘ରାଧେ’ରେ କାମ କରୁଛନ୍ତି। ଏଥିସହ ଫିଲ୍ମ ‘ବାଗି-୩’ରେ ତାଙ୍କର ଏକ ଆଇଟମ୍‌ ନଂ ରହିବ ବୋଲି ଜଣାପଡ଼ିଛି। ଗୀତର ନାମ ରହିଛି ‘ଡୁ ୟୁ ଲଭ୍‌ ମି’। ଗୀତ ରିଲିଜ ପୂର୍ବରୁ ଦିଶାଙ୍କ କଥିତ ପ୍ରେମିକ ତଥା ଫିଲ୍ମର ଅଭିନେତା ଟାଇଗର ଶ୍ରଫ ଏହାର ପ୍ରଥମ ପୋଷ୍ଟର ଶେୟାର କରିଥିଲେ। ସେହିଭଳି ଦିଶା ମଧ୍ୟ ନିଜ ଗୀତର ଫାଷ୍ଟ ଲୁକ୍‌ ପ୍ରଶଂସକଙ୍କୁ ଭେଟି ଦେଇଥିଲେ। ଏବେ ଗୀତକୁ ରିଲିଜ କରାଯାଇଛି। ଏଥିରେ ଦିଶାଙ୍କୁ ହଟ୍‌ ଲୁକ୍‌ରେ ଦେଖାଯାଉଛି। ପୁଣି ଥରେ ଦିଶା ବୋଲ୍ଡନେସ୍‌ର ଯାଦୁ ବୁଣିଛନ୍ତି ବୋଲି କୁହାଯାଉଛି।

ମାର୍ଚ୍ଚ ୬ରେ ରିଲିଜ ହେବ ଟାଇଗରଙ୍କ ‘ବାଗି-୩’। ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ଅହମ୍ମଦ ଖାଁ। ଫିଲ୍ମରେ ଅନ୍ୟମାନଙ୍କ ମଧ୍ୟରେ ରିତେଶ ଦେଶମୁଖ, ଶ୍ରଦ୍ଧା କପୁର ପ୍ରମୁଖ ନଜର ଆସିବେ। ଫିଲ୍ମ ୨୦୧୨ରେ ରିଲିଜ ହୋଇଥିବା ତାମିଲ ଫିଲ୍ମ ‘ବେଟ୍ଟାଇ’ର ହିନ୍ଦି ରିମେକ। ପୂର୍ବରୁ ଟାଇଗରଙ୍କ ଫିଲ୍ମ ‘ଓ୍ବାର’ ରିଲିଜ ହୋଇଥିଲା। ଏଥିରେ ତାଙ୍କ ସହ ନଜର ଆସିଥିଲେ ସୁପରଷ୍ଟାର ହ୍ରିତିକ୍‌ ରୋଶନ। ଫିଲ୍ମଟି ବକ୍ସ ଅଫିସରରେ ହିଟ୍‌ ସାବ୍ୟସ୍ତ ହୋଇଥିଲା। ୩୦୦ କୋଟିରୁ ଅଧିକ ବ୍ୟବସାୟ କରିଥିଲା ଫିଲ୍ମ।


Enter your email to get our daily news in your inbox.

All Right Reserved By Dharitri.Com

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?