ନୟାଗଡ଼ ଅଫିସ/ରଣପୁର,୧୬।୬(ସ୍ବ.ପ୍ର.): ବାଘଛାଲ, ହାଡ଼ ଜବତ ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଖୋର୍ଦ୍ଧା ବନଖଣ୍ଡ ରଣପୁର ରେଞ୍ଜର ବନ କର୍ମଚାରୀ ମଙ୍ଗଳବାର ନାୟଗଡ ଜିଲା ବାଉଁଶଗଡ଼ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଜଣଙ୍କୁ ଉଠାଇ ନେଇଛନ୍ତି। ଉକ୍ତ ବ୍ୟକ୍ତି ଜଣକ ୫୦ ବର୍ଷୀୟ ହୋଇଥିବା ବେଳେ ସେ କେରଳ ଫେରନ୍ତା। ତାଙ୍କ ଘର ଚାନ୍ଦପୁର ଥାନା ଅନ୍ତର୍ଗତ ଜାମୁଗଣ୍ଡରେ ବୋଲି ସୂଚନା ମିଳିଛି।
ପ୍ରକାଶ ଯେ, କ୍ରାଇମବ୍ରାଞ୍ଚର ଏସ୍ଟିଏଫ ଜାମୁଗଣ୍ଡ ଜଙ୍ଗଲରୁ ବନ୍ଧମୁଣ୍ଡ। ସମିତିସଭ୍ୟ ଲଷ୍ମୀଧର ନାୟକଙ୍କୁ ଗତ ୧୩ ତାରିଖରେ ଗିରଫ କରିବା ସହ ୨ ବାଘଛାଲ ଓ ହାଡ଼ ଜବତ କରିଥିଲା।
ବାଘଛାଲ, ହାଡ଼ ଜବତ ଘଟଣା: କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଜଣଙ୍କୁ ଉଠାଇ ନେଲେ ରେଞ୍ଜର
Posted inHome Left, ଆମ ଜିଲା ଖବର, ନୟାଗଡ଼, ରାଜ୍ୟ View All
ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…
ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା
ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…
ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି
ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…
ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା
ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…
ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…
ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…
କେମିକାଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ
ଜୟପୁର,୧୬ା୨: ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସୂଚନା ପାଇ ଅଧ ଡଜନ ଦମକଳ ଗାଡ଼ି…
କଟକଣା ହଟିଲେ ସାଲିସ ପାଇଁ ଇରାନ୍ ରାଜି
ତେହରାନ୍,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ…
ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ
ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…
Archives

