ବାଙ୍କୀ ଡବଲ ମର୍ଡର ଘଟଣା: ଆଜି ବାଙ୍କୀ ନିର୍ବାଚନମଣ୍ଡଳୀ ବନ୍ଦ କରିବ କଂଗ୍ରେସ

ବାରଙ୍ଗ,୨୯।୨ (ଡି.ଏନ.ଏ): ବାଙ୍କୀରେ ହୋଇଥିବା ଡବଲମର୍ଡର ଘଟଣାରେ ପୋଲିସ କେତେଜଣଙ୍କୁ ଗିରଫ କରିଥିବାବେଳେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଚାହୁଁ ନାହିଁ। ରାଜନୈତିକ କାରଣ ସହ ରାଜନୀତି ଲୋକମାନଙ୍କର ସମ୍ପୃକ୍ତି ଏହି ହତ୍ୟାକାଣ୍ଡ ପରେ ରହିଛିି ବୋଲି ବାଙ୍କୀର ପୂର୍ବତନ ବିଧାୟକ ଡ.ଦେବାଶିଷ ପଟ୍ଟାନୟକ ଶୁକ୍ରବାର ବାରଙ୍ଗରେ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ଏହି ଘଟଣାର ପ୍ରତିବାଦରେ ଶନିବାର କଂଗ୍ରେସ ପକ୍ଷରୁ ବାଙ୍କୀ ନିର୍ବାଚନମଣ୍ଡଳୀ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିବାବେଳେ ଅନୁରୂପଭାବେ ବାରଙ୍ଗ ମଧ୍ୟ ବନ୍ଦ କରାଯିବ ବୋଲି ଘୋଷଣା କରାଯାଇଛି। ଶାନ୍ତିପୂର୍ଣ୍ଣ ଭାବେ ଏହି ବନ୍ଦ କଂଗ୍ରେସ ପକ୍ଷରୁ କରାଯିବାକୁ ଥିବାବେଳେ ସାଧାରଣ ନାଗରିକମାନଙ୍କଠାରୁ ବ୍ୟବସାୟୀ, ଶିକ୍ଷାନୁଷ୍ଠାନଗୁଡ଼ିକ ସହଯୋଗ କରିବାକୁ ନିବେଦନ କରିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଅରୁଣ କୁମାର ସାହୁ, ମଣ୍ଟୁ ମାଝି ପ୍ରମୁଖ ସ୍ଥାନୀୟ କଂଗ୍ରେସ ନେତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri