ବେଙ୍ଗାଲୁର୍,୨୯।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା ବିଧାନସଭାରେ ଆସ୍ଥା ଭୋଟ୍ରେ ବିଜୟ ହେବା ପରେ ବାଚସ୍ପତି କେ. ଆର୍. ରମେଶ କୁମାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ନୂଆ ସରକାରଙ୍କ ପକ୍ଷରୁ ଏବେ ନୂଆ ବାଚସ୍ପତି ନିର୍ବାଚନ କରାଯିବ।
ବେଙ୍ଗାଲୁର୍,୨୯।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା ବିଧାନସଭାରେ ଆସ୍ଥା ଭୋଟ୍ରେ ବିଜୟ ହେବା ପରେ ବାଚସ୍ପତି କେ. ଆର୍. ରମେଶ କୁମାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ନୂଆ ସରକାରଙ୍କ ପକ୍ଷରୁ ଏବେ ନୂଆ ବାଚସ୍ପତି ନିର୍ବାଚନ କରାଯିବ।
ଭୁବନେଶ୍ୱର,୧୮।୧୧: ଭୀଷଣ ବାତ୍ୟାର ରୂପ ନେଲା ସାମୁଦ୍ରିକ ଝଡ଼ ‘ଅକ୍ୱାନ’। ବୁଧବାର ସକାଳ ୫ଟା ୩୦ ମିନିଟ୍ର ପର୍ଯ୍ୟବେକ୍ଷଣ ଅନୁଯାୟୀ, ଏହା ଭୀଷଣ ବାତ୍ୟାରେ ପରିଣତ ହୋଇଛି।…
ନୂଆଦିଲ୍ଲୀ,୧୮।୧୧: କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ପୁସ୍ତକ ‘ବିଲଙ୍ଗିଗ: ଏ ଜର୍ନି ଅଫ ଲଭ’ ଲଞ୍ଚ ହୋଇସାରିଛି। ଏହି ପୁସ୍ତକରେ ସୋନିଆ ଗାନ୍ଧୀ ନିଜର ଗାନ୍ଧୀ ପରିବାରଠାରୁ…
ଭଦୋଦରା,୧୮ା୧୧: ୨୦୦୨ ଗୁଜରାଟ ଦଙ୍ଗା ସମୟରେ ବିଲ୍କିସ ବାନୋଙ୍କୁ ବଳାତ୍କାର ଓ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା ମାମଲାରେ ୨ ଦୋଷୀଙ୍କୁ ଜାମିନ ମିଳିବା ପରେ ଏଥିରେ…
ନୂଆଦିଲ୍ଲୀ, ୧୮।୧୧: ମହେନ୍ଦ୍ର ସିଂ ଧୋନିଙ୍କ ୧୮ ବର୍ଷର IPL କ୍ୟାରିୟରରେ ଲାଗିଛି ବିରାମ। IPL ୨୦୨୭ ରିଟେନ୍ସନ ପୂର୍ବରୁ ଧୋନୀ ନିଜ ଅବସର ଘୋଷଣା କରି…
ଭୁବନେଶ୍ୱର,୧୮।୧୧: ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ପ୍ରେମିକଙ୍କ ସହ ମତାନ୍ତରକୁ କେନ୍ଦ୍ର କରି ଜଣେ ଯୁବତୀ ନିଜ ଦେହରେ ନିଆଁ ଲଗାଇ ଆତ୍ମଦାହ ଉଦ୍ୟମ କରିଥିବା ସୂଚନା…
ନୂଆଦିଲ୍ଲୀ, ୧୮।୧୧: ରୋମାଞ୍ଚକର ଫାଇନାଲ ମୁକାବିଲାରେ ପାକିସ୍ତାନକୁ ପରାସ୍ତ କରି କ୍ରମାଗତ ତୃତୀୟ ଥର ପାଇଁ SAFF ଚାମ୍ପିୟନଶିପ ଟାଇଟଲ ନିଜ ନାମରେ କରିଛି ଭାରତ। ଏଥିସହ…
ନୂଆଦିଲ୍ଲୀ, ୧୮।୧୧: ଆଇସିସି ୱାଲର୍ଡ ଟେଷ୍ଟ ଚାମ୍ପିୟନସିପ (WTC) ୨୦୨୫-୨୭ର ଚକ୍ର ଏବେ ରୋମାଞ୍ଚକର ସ୍ଥିତିରେ ପହଞ୍ଚିଛି। ଫାଇନାଲରେ ପହଞ୍ଚିବା ଦୌଡ଼କୁ ନେଇ ଶୀର୍ଷ ଦଳଗୁଡ଼ିକ ମଧ୍ୟରେ…
ଭୁବନେଶ୍ୱର,୧୮।୧୧(ତ୍ରିନାଥ ମହାନ୍ତି):ଭରତପୁର ଥାନା ବରମୁଣ୍ଡା ବସ୍ଷ୍ଟାଣ୍ଡରେ ସୋମବାର ବିଳମ୍ବିତ ରାତିର ହାଇଡ୍ରାମା ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ ଅଟୋରେ ଦୁଇ ଜଣ ଯୁବକ ଅପହରଣ କରି ନେଉଥିଲେ।…