ବାଚସ୍ପତିଙ୍କ କାମ୍ପାଲା ଯାତ୍ରା

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ୬୪ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଉଗାଣ୍ଡାର ରାଜଧାନୀ କାମ୍ପାଲା ଅଭିମୁଖେ ଯାତ୍ରା କରିଛନ୍ତି । ଆସନ୍ତା ୨୪ରୁ ୨୯ତାରିଖ ପର୍ଯ୍ୟନ୍ତ ବାଚସ୍ପତି ପାତ୍ର ସେଠାରେ ଅବସ୍ଥାନ କରିବେ। ଏହାପରେ ସେ ଅଧ୍ୟୟନ ଗସ୍ତରେ ହଙ୍ଗେରୀ, ପୋଲାଣ୍ଡ ଓ ଚେକୋସ୍ଲୋଭାକିଆ ଯାତ୍ରା କରିବେ । ଅକ୍ଟୋବର ୭ରେ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କ ସହିତ ବିଧାନସଭା ସଚିବ ଦାଶରଥୀ ଶତପଥୀ ମଧ୍ୟ ଗସ୍ତରେ ଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri