Posted inଜାତୀୟ

ବାଚସ୍ପତିଙ୍କ ନିଷ୍ପତ୍ତିକୁ ଅପେକ୍ଷା ରଖିଛନ୍ତି ୧୪ ବିଦ୍ରୋହୀ ବିଧାୟକ

ମମ୍ବାଇ,୯।୭: କର୍ନାଟକ ମେଣ୍ଟ ସରକାରର ୧୪ ବିଦ୍ରୋହୀ ବିଧାୟକ ପୁଣେରୁ ୯୦ କିଲୋମିଟର ଦୂରରେ ରହି ବାଚସ୍ପତିଙ୍କ ନିଷ୍ପତ୍ତିକୁ ଅପେକ୍ଷା ରଖିଛନ୍ତି। ସେମାନେ ଦେଇଥିବା ଇସ୍ତଫା ପତ୍ରକୁ ନେଇ ବାଚସ୍ପତି ଯାହା ନିଷ୍ପତ୍ତି ନେବେ ତାକୁ ଦେଖି ସେମାନେ ଗୋଆ ଗସ୍ତ କରିବେ ନଚେତ୍‌ ବେଙ୍ଗାଲୁର ଫେରିବେ। ସୂଚନାଯୋଗ୍ୟ, ଏହି ୧୪ ଜଣଙ୍କ ଇସ୍ତଫା ଉପରେ କର୍ନାଟକ ମେଣ୍ଟ ସରକାର ଏବେ ନିର୍ଭର କରୁଛି। ଏମାନେ ମୁମ୍ବାଇର ଏକ ବିଳାସମୟ ହେଟେଲରେ ଥିବା ବେଳେ ସୋମବାର ଗୋଆ ଗସ୍ତ କରିଥିଲେ। ହେଲେ ଏବେ ସେମାନେ ପୁଣେଠାରୁ ୯୦ କିଲୋମିଟର ଦୂର ମହାରାଷ୍ଟ୍ରର ସତରାଠାରେ ଅଛନ୍ତି। ଯଦି ସେମାନଙ୍କର ଇସ୍ତଫା ଗ୍ରହଣ କରାଯାଏ ତେବେ ସେମାନେ ହୁଏତ ବେଙ୍ଗାଲୁର ଫେରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭବିଷ୍ୟବାଣୀ: ଏତିକି କେତେ ଆସନରେ ଜିତିବ କଂଗ୍ରେସ

କୋଲକାତା,୩।୫: ପଶ୍ଚିମବଙ୍ଗର ବଦ୍ଧମାନ-ଦୁର୍ଗାପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଯଦି ମୋଦି...

କହୁଥିଲେ ଡର ନାହିଁ କି ପଳାୟନ କର ନାହିଁ, ଏବେ ଡରିଯାଇ ଓ୍ବାୟନାଡରୁ ରାଏବରେଲି ଯାଉଛନ୍ତି

ନୂଆଦିଲ୍ଲୀ,୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରାଏବରେଲି ଲୋକ ସଭା ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱକୁ ନେଇ ଟାର୍ଗେଟ...

ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ଲାଗିଲା ବଡ ଝଟ୍‌କା

ରାଞ୍ଚି,୩।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ହେମନ୍ତ ସୋରେନଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନକୁ...

ରାହୁଲ ରାଏବରେଲିରୁ ପ୍ରାର୍ଥୀ ହେବା ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କ ନାଁ ନ ନେଇ ବର୍ଷିଛନ୍ତି। ରାଏବରେଲିରୁ ରାହୁଲ ଗାନ୍ଧୀଙ୍କ...

‘ମୁଁ ମଉଜ କରିବାକୁ ଜନ୍ମ ହୋଇନାହିଁ’

ନୂଆଦିଲ୍ଲୀ,୩ା୫: ଲୋକ ସଭା ନିର୍ବାଚନ-୨୦୨୪ ପାଇଁ  ୭ ମେ’ରେ ତୃତୀୟ ପର୍ଯ୍ୟାୟରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଜୋର୍‌ଦାର ହୋଇଛି। ଏହି...

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା...

‘ରାଏବରେଲିରୁ ହାରିବେ ରାହୁଲ’

ନୂଆଦିଲ୍ଲୀ,୩।୫: ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ କଂଗ୍ରେସ ଘୋଷଣା କରିଛି। ଶେଷ ମୁହୂର୍ତ୍ତରେ ଦଳ ନିଷ୍ପତ୍ତି ନେଇଛି ଯେ ରାହୁଲ...

ସିପିଆଇ ନେତା ଅତୁଲ କୁମାର ଅଞ୍ଜାନଙ୍କ ପରଲୋକ

ଲକ୍ଷ୍ନୌ,୩।୫: ଦୀର୍ଘ ଦିନ ଧରି କର୍କଟ ରୋଗ ସହ ସଂଗ୍ରାମ ପରେ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ସିପିଆଇ) ର ଜାତୀୟ ସଚିବ ଅତୁଲ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri