ବାଚସ୍ପତିଙ୍କ ରୁଲିଂକୁ ନେଇ ବିଧାନସଭାରେ ଝଡ଼: ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଗୃହର ମଧ୍ୟଭାଗରେ ବିରୋଧୀ ଦଳ ହଙ୍ଗାମା କଲେ ତାହା ଗଣମାଧ୍ୟମରେ ପ୍ରକାଶ ପାଇବ ନାହିଁ। ଶୁକ୍ରବାର ବାଚସ୍ପତି ଦେଇଥିବା ଏଭଳି ରୁଲିଂକୁ ବିରୋଧୀ ଦଳ ସଦସ୍ୟମାନେ ପ୍ରବଳ ବିରୋଧ କରିଥିଲେ। ଶନିବାର ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଉଭୟ ଭାଜପା ଓ କଂଗ୍ରେସର ସଦସ୍ୟମାନେ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ବାଚସ୍ପତି ତୁରନ୍ତ ଏଭଳି ରୁଲିଂକୁ ପ୍ରତ୍ୟାହାର କରନ୍ତୁ ବୋଲି ସେମାନେ ଦାବି କରିଛନ୍ତି। ରୁଲିଂ ପ୍ରତ୍ୟାହାର ନ ହେବା ଯାଏ ଗୃହ ଚଳାଇ ଦେବୁ ନାହିଁ। ଏଭଳି ରୁଲିଂ ସମ୍ବିଧାନ ବିରୋଧୀ ଏବଂ ବିରୋଧୀଙ୍କ କଣ୍ଠରୋଧ କରିବାର ଏକ ପ୍ରୟାସ ବୋଲି ଉଭୟ ଦଳର ସଦସ୍ୟମାନେ ଅଭିଯୋଗ କରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ବିଧାନସଭାରେ ବିରୋଧୀ ସଦସ୍ୟମାନେ ହଙ୍ଗାମା କରିବାରୁ ଗୃହକାର୍ଯ୍ୟ ଠପ୍‌ ହୋଇଯାଇଛି। ବାଧ୍ୟହୋଇ ବାଚସ୍ପତି ଗୃହକୁ ଦୁଇଟି ପର୍ଯ୍ୟାୟରେ ଅପରାହ୍ନ ୩ଟାଯାଏ ମୁଲତବୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri