ବାଣ ଫୁଟି ଥାନା କର୍ମଚାରୀ ଗୁରୁତର

ମହାକାଳପଡ଼ା,୧୫।୬(ଡି.ଏନ୍‌.ଏ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜମ୍ବୁ ମେରାଇନ୍‌ ଥାନା ଅନ୍ତର୍ଗତ ଖରିନାସୀ ଜେଠୀ ନିକଟ ଷ୍ଟାଫ କ୍ୱାର୍ଟର୍ସରେ ରଜ ସଂକ୍ରାନ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି।
ସୂଚନା ଅନୁଯାୟୀ, ଥାନା କର୍ମଚାରୀ ଭୂପତି ସାହୁ (୪୫) ଷ୍ଟାଫ କ୍ୱାର୍ଟର୍ସରେ ଥିବାବେଳେ ବାଣ ଫୁଟି ତାଙ୍କର ଡାହାଣ ପାପୁଲିରେ ଗଭୀର କ୍ଷତ ସୃଷ୍ଟି ହେବା ସହ ଶରୀରର ଅନେକାଂଶ ପୋଡିଯାଇଛି। ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ରାମନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri