ବାଣୀବିହାର ପ୍ଲାଟିନମ୍‌ ଜୁବିଲି ଉଦ୍‌ଯାପନୀ ଉତ୍ସବରେ ଯୋଗଦେଲେ ରାଷ୍ଟ୍ରପତି

ଭୁବନେଶ୍ୱର,୮।୧୨(ବ୍ୟୁରୋ): ବାଣୀବିହାରର ପ୍ଲାଟିନମ୍‌ ଜୁବିଲିିର ଉଦ୍‌ଯାପନୀ ଉତ୍ସବରେ ଯୋଗଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ତାଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ କୃଷି ମନ୍ତ୍ରୀ ଅରୁଣ ସାହୁ ପ୍ରମୁଖ ମଞ୍ଚାସୀନ ହୋଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ସ୍ବତନ୍ତ୍ର ସ୍ମରଣୀକାକୁ ଉନ୍ମୋଚନ କରିଛନ୍ତି।

ପ୍ରକାଶଯୋଗ୍ୟ, ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ରାଜଭବନ ଯାଇ ରାତ୍ରିଯାପନ କରିବା ପରେ ରବିବାର ପୂର୍ବାହ୍ନରେ ଖୋର୍ଦ୍ଧା ବରୁଣେଇରେ ପାଇକ ବିଦ୍ରୋହ ସ୍ମାରକୀର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଶେଷ ହେବା ପରେ ରାଷ୍ଟ୍ରପତି ଉତ୍କଳ ବିଶ୍ୱବିଦ୍ୟାଳୟ ସମାରୋହରେ ଯୋଗଦେଇଛନ୍ତି। ସେଠାରୁ ରାଜଭବନ ଫେରି ସନ୍ଧ୍ୟା ୫ଟାରେ ସେ ଦିଲ୍ଲୀ ଫେରିଯିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri