ବାତ୍ୟା ଅମ୍ପନ ତାଣ୍ଡବ: ପଶ୍ଚିମବଙ୍ଗରେ ଧନଜୀବନ କ୍ଷତିକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ; ସହଯୋଗ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ସାମୁଦ୍ରିକ ଝଡ ଅମ୍ଫନ କେବଳ ଓଡିଶା ନୁହେଁ, ପଶ୍ଚିମବଙ୍ଗରେ ମଧ୍ୟ ବ୍ୟାପକ କ୍ଷତି ଘଟାଇଛି। ସେଠାରେ ଅନେକ ଲୋକ ପ୍ରାଣ ହରାଇଥିବା ବେଳେ ବହୁ ସମ୍ପତ୍ତି ନଷ୍ଟ ହୋଇଛି। ବାତ୍ୟା ଯୋଗୁ ପଶ୍ଚିମବଙ୍ଗରେ ଧନଜୀବନ ହାନୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ବିପତ୍ତି ସମୟରେ ପଶ୍ଚିମବଙ୍ଗ ସହିତ ଓଡିଶା ସର୍ବଦା ଛିଡା ହୋଇଛି। ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କ ସହ ଯଥା ସମ୍ଭବ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri