Posted inରାଜ୍ୟ

ବାତ୍ୟା ପରିଚାଳନାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୨୧ା୫(ବ୍ୟୁରୋ)-ରାଜ୍ୟ ସରକାରଙ୍କ ବାତ୍ୟା ପରିଚାଳନାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ଗୁରୁବାର ଟୁଇଟ କରି ମୋଦି କହିଛନ୍ତି ଯେ, ବାତ୍ୟା ଅମ୍ପନକୁ ଓଡିଶାବାସୀ ସାହାସର ସହିତ ମୁକାବିଲା କରିଛନ୍ତି। ଓଡିଶାବାସୀଙ୍କ ଭାବାବେଗକୁ ମୋଦି ସମର୍ଥନ କରିଛନ୍ତି । ପ୍ରଭାବିତଙ୍କୁ ସହାୟତା କରିବା ପାଇଁ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ତୃଣମୂଳ ସ୍ତରରରେ ଯଥା ସମ୍ଭବ ପ୍ରୟାସ କରିଛନ୍ତି। ପରିସ୍ଥିତି ଶୀଘ୍ର ସ୍ବଭାବିକ ହେଉ ବୋଲି ମୋଦି ଆଶା କରିଛନ୍ତି । ଏଠାରେ ସୂଚନା ଯୋଗ୍ୟ ଯେ ୨୯୧୯ ମେ ୪ ତାରିଖରେ ହୋଇଥିବା ବାତ୍ୟା ଫନୀ ପରେ ପ୍ରଧାନମନ୍ତ୍ରୀ ଆକାଶ ମାର୍ଗରୁ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଥିଲେ। ତତ୍କାଳ ସହାୟତା ପାଇଁ ୧ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପଶ୍ଚିମବଙ୍ଗର ହେଭିଓ୍ବେଟ୍‌ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?

କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri