ବାତ୍ୟା ‘ବୁଲବୁଲ୍‌’ର ପ୍ରଭାବ: ପଟ୍ଟାମୁଣ୍ଡାଇରେ ପ୍ରବଳ ବର୍ଷା

ପଟ୍ଟାମୁଣ୍ଡାଇ, ୮।୧୧(ସ୍ବ.ପ୍ର.): ବାତ୍ୟା ‘ବୁଲବୁଲ୍‌’ର ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ ପ୍ରବଳ ବର୍ଷା ହେବା ସହ ୫୦କିମିରୁ ଅଧିକ ବେଗରେ ପବନ ବୋହୁଛି। ଏହାକୁ ନେଇ ଅଞ୍ଚଳବାସୀ ଭୟଭୀତ ହୋଇଯାଇଛନ୍ତି। ପାଣିପାଗ ବିଭାଗ ପକ୍ଷରୁ ବାତ୍ୟା ପଶ୍ଚିମବଙ୍ଗ-ବାଲାଂଦେଶ ମଧ୍ୟ ଦେଇ ଗତିକରିବ ବୋଲି କୁହାଯାଉଥିବା ସତ୍ତ୍ୱେ ଉପକୂଳବର୍ତ୍ତି ଜିଲାଗୁଡ଼ିକରେ ଏହାର ପ୍ରଭାବ ପଡ଼ିବ ବୋଲି ସୂଚନା ଦିଆଯାଇଛି। ଏହାକୁ ନେଇ ଜିଲାରେ ଅଗ୍ନିଶମ ବିଭାଗ ସଜାଗ ରହିଥିବା ବେଳେ ଓଡିଆର୍‌ଏଫ୍‌ ଏବଂ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri