ବାତ୍ୟା ମୁକାବିଲା ପାଇଁ ଓଡ଼ିଶାର ପରାମର୍ଶ ନେଲା ଗୁଜୁରାଟ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ (ବାୟୁ) ଗୁଜୁରାଟଆଡ଼କୁ ମୁହାଁଇଛି। ଗୁରୁବାର ପୂର୍ବାହ୍ନ ସୁଧା ବାତ୍ୟା ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ବାତ୍ୟାକୁ କିପରି ମୁକାବିଲା କରାଯିବ ଏବଂ ଧନଜୀବନକୁ କିପରି ସୁରକ୍ଷିତ ରଖାଯାଇପାରିବ ସେ ନେଇ ଗୁଜୁରାଟ ସରକାର ଓଡ଼ିଶା ସରକାରଙ୍କ ପରାମର୍ଶ ଲୋଡ଼ିଛି।
ଓଡ଼ିଶା ସରକାର ବାତ୍ୟା ‘ଫନୀ’ର ସଫଳ ମୁକାବିଲା କରି ପ୍ରଶଂସା ସାଉଁଟିଛନ୍ତି। ତେଣୁ ବାତ୍ୟା ମୁକାବିଲା ପାଇଁ କିପରି ପ୍ରସ୍ତୁତି କରାଯିବ ସେ ନେଇ ଗୁଜୁରାଟ ମୁଖ୍ୟ ଶାସନ ସଚିବ ଜେ.ଏନ୍‌. ସିଂହ ଓଡ଼ିଶା ମୁଖ୍ୟମୁଖ୍ୟ ଏବଂ ମୁଖ୍ୟ ସଚିବଙ୍କ ସହ ଆଲୋଚନା କରିଛନ୍ତି। ଜରୁରୀକାଳିନ ପରିସ୍ଥିତିରେ କି ପଦକ୍ଷେପ ନିଆଯିବ ସେ ନେଇ ସିଂହ ପରାମର୍ଶ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୫୫ଟି ନୂଆ ପଦବୀ ମଞ୍ଜୁର କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ପଦବୀ ପାଇଁ କେତେ…

ଭୁବନେଶ୍ୱର, ୧୦।୬: ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଏବଂ ଜନସାଧାରଣଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ଦିଗରେ ଓଡ଼ିଶା ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

‘ସାର୍ବଜନୀନ ସେବା ହେଉଛି ସୁଶାସନର ମାପକାଠି’- ଦୀର୍ଘତମ କାର୍ଯ୍ୟକାଳ ପାଇଁ ରେକର୍ଡ ସ୍ଥାପନ କରିବା ପରେ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୧୦।୬: ବୁଧବାର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହୋଇଥିଲେ। ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ରେକର୍ଡକୁ…

ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍‌କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର…

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri