Posted inଖେଳ

ବାଧାଦୌଡ଼ ବିଶ୍ୱ ରେକର୍ଡ ଭାଙ୍ଗିଲେ ମହମ୍ମଦ

ଡେସ ମୋଇନେସ(ଆମେରିକା),୨୯।୭(ଏଏଫ୍‌ପି)- ଅଲିମ୍ପିକ୍‌ ଚାମ୍ପିୟନ ଦାଲିଲା ମହମ୍ମଦ ଦୀର୍ଘଦିନ ହେଲା ତିଷ୍ଠି ରହିଥିବା ରେକର୍ଡ ଭଙ୍ଗ କରିଛନ୍ତି। ୟୁଏସ୍‌ ଚାମ୍ପିୟନଶିପ ୪୦୦ ମିଟର ମହିଳା ବାଧାଦୌଡ଼ ଇଭେଣ୍ଟରେ ସେ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ଡ୍ରାକ ଷ୍ଟାଡିୟମ୍‌ରେ ରବିବାର ଅନୁଷ୍ଠିତ ଇଭେଣ୍ଟରେ ୨୯ ବର୍ଷୀୟ ଆଥ୍‌ଲେଟ୍‌ ୫୨.୨୦ ସେକେଣ୍ଡ ଟାଇମିଂ ହାସଲ କରିଥିଲେ। ପୂର୍ବରୁ ଏହି ରେକର୍ଡ ରୁଷିଆର ୟୁଲିଆ ପେଚନକିନାଙ୍କ ନାମରେ ଥିଲା। ସେ ୨୦୦୩ରେ ୫୨.୩୪ ସେକେଣ୍ଡ ଟାଇମିଂ ହାସଲ କରିଥିଲେ। ରେକର୍ଡ ହାତେଇବା ପରେ ମହମ୍ମଦ କହିଛନ୍ତି, ମୁଁ ବିଶ୍ୱାସ କରିପାରୁ ନାହିଁ। ମୋ କୋଚ୍‌ ରେକର୍ଡ ସମ୍ପର୍କରେ ବହୁବାର କହିଥିଲେ। ମୋର ନିଜ ଉପରେ ବିଶ୍ୱାସ ଥିଲା। ଏବେ ମୁଁ ନିଜକୁ ପ୍ରମାଣ କରିସାରିଛି। ସେ ପ୍ରଥମ ଆମେରିକୀୟ ମହିଳା ଭାବେ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?