ବାପାଙ୍କ କାଠଫାଳିଆ ମାଡ଼ରେ ପୁଅ ମୃତ

ଶେରଗଡ଼,୨୯ା୧୦(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଶେରଗଡ଼ ଥାନା ଅନ୍ତର୍ଗତ କେରିକେରିଝୋଳା ଗ୍ରାମରେ ସୋମବାର ରାତିରେ ବାପାଙ୍କ କାଠଫାଳିିଆ ମାଡ଼ରେ ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ପିଣ୍ଟୁ ଗୌଡ଼ (୨୮)। ଖବରପାଇ ପୋଲିସ ପହଞ୍ଚତ୍ ଘଟଣାର ତଦନ୍ତ ଚଳାଇଛି।
ପିଣ୍ଟୁ ସବୁବେଳେ ନିଶାସକ୍ତ ହୋଇ ଘରେ ଗଣ୍ଡଗୋଳ କରୁଥିଲେ। ଏପରକି ୨ ମାସ ତଳେ ସେ ବାପା ଶିବଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ସୋମବାର ରାତି ପ୍ରାୟ ୮ଟା ୪୫ରେ ପିଣ୍ଟୁ ନିଶାସକ୍ତ ହୋଇ ଘରକୁ ଆସି ଶିବଙ୍କୁ ପଇସା ମାଗିିଥିଲେ। ଶିବ ପଇସା ନ ଦେବାରୁ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଶିବ ଉତ୍ତ୍ୟକ୍ତ ହୋଇ ନିକଟରେ ପଡ଼ିଥିବା ଏକ କାଠଫାଳିଆରେ ପିଣ୍ଟୁଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri