Posted inଜାତୀୟ

ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଡଚ୍‌ ରାଜ ଦମ୍ପତି

ନୂଆଦିଲ୍ଲୀ,୧୪।୧୦: ନେଦରଲ୍ୟାଣ୍ଡସ୍‌ର ରାଜା ଓ୍ବିଲିୟମ ଆଲେକଜାଣ୍ଡର ଓ ରାଣୀ ମାକ୍ସିମା ସୋମବାର ରାଜଘାଟଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ରାଜ ଦମ୍ପତି ୫ ଦିନିଆ ଭାରତ ଗସ୍ତରେ ଆସି ରବିବାର ନୂଆଦିଲ୍ଲୀଠାରେ ପହଞ୍ଚିଥିଲେ। ବିମାନ ବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଏହାପରେ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିଥିଲେ। ଏହା ରାଜା ଆଲେକଜାଣ୍ଡରଙ୍କର ପ୍ରଥମ ଭାରତ ଗସ୍ତ। ଦିଲ୍ଲୀରେ ସେମାନେ ୨୫ ତମ ପ୍ରଯୁକ୍ତି ବିଦ୍ୟା ଶୀର୍ଷ ସମ୍ମିଳନୀରେ ଯୋଗ ଦେବା ପରେ ମୁମ୍ବାଇ ଓ କେରଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଡଚ୍‌ ଦମ୍ପତିଙ୍କ ଏହି ଗସ୍ତ ଭାରତ ଓ ନେଦରଲାଣ୍ଡସ୍‌ ମଧ୍ୟରେ ଆର୍ଥିକ ଓ ରାଜନୈତିକ କ୍ଷେତ୍ରରେ ମଜଭୁତ ସମ୍ପର୍କ ବୃଦ୍ଧି କରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?