Posted inଜାତୀୟ

ବାବରି ମସଜିଦ୍‌ ପ୍ରସଙ୍ଗରେ ପ୍ରଜ୍ଞା ଦେଲେ ବିବାଦୀୟ ମନ୍ତବ୍ୟ: ପୁଣି ଇସି ଜାରି କଲେ ନୋଟିସ୍‌

ଭୋପାଳ, ୨୧।୪: ମାଲେଗାଓଁ ବିସ୍ଫୋରଣ ଅଭିଯୁକ୍ତ ତଥା ଭୋପାଳରୁ ଭାଜପାର ଲୋକ ସଭା ପ୍ରାର୍ଥୀ ହୋଇଥିବା ସ୍ବାଧୀ ପ୍ରଜ୍ଞା ସିଂ ଠାକୁର ବାବରି ମସଜିଦ୍‌ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବାବେଳେ ନିର୍ବାଚନ କମିଶନ(ଇସି)ପୁଣି ଥରେ ପ୍ରଜ୍ଞାଙ୍କୁ ନୋଟିସ୍‌ ଜାରି କରିଛନ୍ତି। ଏକ ଟିଭି ଚ୍ୟାନେଲ୍‌କୁ ସାକ୍ଷାତ୍‌କାର ଦେବାବେଳେ ପ୍ରଜ୍ଞା ବାବରି ମସଜିଦ୍‌କୁ ଏକ କଳଙ୍କ ବୋଲି କହିବା ସହିତ ଏହାକୁ ଭଙ୍ଗାଯିବା ଘଟଣା ଗର୍ବର ବିଷୟ ବୋଲି ପ୍ରକାଶ କରିଥିଲେ। ପ୍ରଜ୍ଞାଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଭାଜପା ଅଡୁଆରେ ପଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri