ବାଭଣପଡାରେ କାଳବୈଶାଖୀ: ଘର ଉପରେ ମାଡ଼ି ବସିଲା ବିଶାଳ ଗଛ

ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ହୋଇଛି। ଫଳରେ ସାହିର ତ୍ରିଲୋଚନ ନାଏକଙ୍କ ଘର ଉପରେ ଏକ ବିଶାଳ ଜାମୁ ଗଛ ଉପୁଡି ପଡ଼ିବାରୁ ତାଙ୍କର ୨ ବଖରା ଛପର ଘର ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ତ୍ରିଲୋଚନ ଜଣେ ଗରିବ ଶ୍ରେଣୀର ଲୋକ ହୋଇଥିବାରୁ ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି।...

୩ ମାସ ପାଇଁ ବନ୍ଦ ରହିବ ଭିତରକନିକା

ରାଜନଗର,୩ା୫(ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରମାନଙ୍କର ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୧।୫(କଳ୍ପତରୁ ନାୟକ): ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୩୦।୪(କଳ୍ପତରୁ ନାୟକ):ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା...

୩ ଦଶନ୍ଧିରେ ହଜିଲାଣି ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ

କେନ୍ଦ୍ରାପଡ଼ା, ୩୦ା୪(ଜଗନ୍ନାଥ ଧଳ):ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବିଯାଇଛି। ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ପାନୀୟ ଜଳ ପ୍ରକଳ୍ପରୁ ବାହାରୁଛି ପଙ୍କୁଆ ପାଣି

ଡେରାବିଶ,୨୯ା୪ (ବେବର୍ତ୍ତା ଅଜୟ ଦାସ): ବର୍ତ୍ତମାନ ଦିନକୁଦିନ ତାପମାତ୍ରା ବୃଦ୍ଧି ପାଇ ଚାଲିଛି। ପାନୀୟ ଜଳ ପାଇବାରୁ ଗ୍ରାମବାସୀ ବଞ୍ଚିତ ହେଉଛନ୍ତି। ଏଭଳି ଅଭାବନୀୟ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri