Posted inଖେଳ

ବାରବାଟୀ ଦିନିକିଆ: ଆଉ ୮ ଦିନ: ପ୍ରସ୍ତୁତି ଅନୁଧ୍ୟାନ କଲେ ମନ୍ତ୍ରୀ

କଟକ ଅଫିସ,୧୪ା୧୨-
ଡିସେମ୍ବର ୨୨ରେ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ମ୍ୟାଚ୍‌ ଏବେ ରାଜ୍ୟରେ ସବୁଠାରୁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମେତ ରାଜ୍ୟ ସରକାର, ଜିଲା ପ୍ରଶାସନ ମ୍ୟାଚ୍‌କୁ ସୁଚାରୂରୂପେ ଆୟୋଜନ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏହି ପରିପ୍ରେକ୍ଷୀରେ ଗୃହ ଓ ନଗର ଉନ୍ନୟନ, ପଞ୍ଚାୟତି ରାଜ, ପାନୀୟ ଜଳ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ଶୁକ୍ରବାର ବାରବାଟୀ ଷ୍ଟାଡିୟମ ପରିଦର୍ଶନ କରିବା ସହ ମ୍ୟାଚ୍‌ ନେଇ ପ୍ରସ୍ତୁତି ଅନୁଧ୍ୟାନ କରିଥିଲେ। ବିଶେଷକରି ଦର୍ଶକମାନଙ୍କ ନିମନ୍ତେ ଉପଲବ୍ଧ ଥିବା ବିଭିନ୍ନ ସୁବିଧା ସୁଯୋଗ ଯଥା ପାନୀୟଜଳ, ଆମ୍ବୁଲାନ୍ସ, ଖାଦ୍ୟ ବ୍ୟବସ୍ଥା ବିଷୟରେ ପଚାରି ବୁଝିଥିଲେ। ଷ୍ଟାଡିୟମ ଭିତରକୁ ପାଣି ବୋତଲ ମନା ଥିବା ବେଳେ ଦର୍ଶକଙ୍କୁ କିପରି ପାନୀୟ ଜଳ ଯୋଗାଇ ଦିଆଯିବ ସେ ସମ୍ପର୍କରେ ଓସିଏ ପକ୍ଷରୁ ମନ୍ତ୍ରୀ ଜେନାଙ୍କୁ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରିକେଟ ଜଗତରେ ଖୁବ ଚର୍ଚ୍ଚା, କାହାକୁ ଭୁଲ ମାଗିଲେ ଆକୃତି? ନିର୍ବନ୍ଧ ଭାଙ୍ଗିବାର ୨୬ ଦିନ ପରେ ପୁଣି ଏକାଠି ହୋଇଛନ୍ତି ଆକୃତି ଅଗ୍ରୱାଲ-ପୃଥ୍ବୀ ଶ’

ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଦଳର ଓପନର୍‌ ପୃଥ୍ବୀ ଶ’ଙ୍କ ମଙ୍ଗେତର (fianc଼e) ଆକୃତି ଅଗ୍ରୱାଲ ଗତ ସେପ୍ଟେମ୍ବର ୧୭ରେ ସେମାନଙ୍କ ନିର୍ବନ୍ଧ ଭାଙ୍ଗିଯାଇଥିବା ନେଇ ଘୋଷଣା କରିଥିଲେ। କିନ୍ତୁ…

ବିଶ୍ୱକପ୍‌ ୨୦୨୭ ପୂର୍ବରୁ ଗମ୍ଭୀରଙ୍କୁ କୈଫ୍‌ଙ୍କ ଚେତାବନୀ, ବିରାଟ-ରୋହିତ ନୁହେଁ….

ନୂଆଦିଲ୍ଲୀ,୧୩।୧୦: ଆସନ୍ତା ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। କେଉଁ ଖେଳାଳି ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବେ, ତାହାକୁ ନେଇ…

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?