ବାରବାଟୀରେ ଭାରତୀୟ ଦଳର ଅଭ୍ୟାସ: କୋହଲିଙ୍କୁ ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ଼

କଟକ ଅଫିସ,୨୧।୧୨: ରବିବାର ବାରବାଟୀରେ ଖେଳାଯିବ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ଦିନିକିଆ କ୍ରିକେଟ ସିରିଜର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍‌। ଏହା ପୂର୍ବରୁ ଶନିବାର ବାରବାଟୀରେ ଅଭ୍ୟାସ ଆରମ୍ଭ କରିଛି ବିରାଟ ବାହିନୀ। ୪ଟି ନେଟ୍ସରେ ଭାରତୀୟ ଦଳ ଅଭ୍ୟାସକୁ ଓହ୍ଲାଇଛନ୍ତି। ଅଧିନାୟକ ବିରାଟ କୋହଲିଙ୍କୁ ଦେଖିବା ଲାଗି ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ୬ନଂ ଗ୍ୟାଲେରୀରେ ଦର୍ଶକଙ୍କୁ ଅଭ୍ୟାସ ଦେଖିବା ପାଇଁ ସୁଯୋଗ ଦିଆଯାଇଛି। ତେବେ ଓ୍ବେଷ୍ଟଇଣ୍ଡିଜ ଦଳ ଅପରାହ୍ନ ୨ଟାରେ ଅଭ୍ୟାସ କରିବ ବୋଲି ଧାର୍ଯ୍ୟ କରାଯାଇଛି।

ସିରିଜର ପ୍ରଥମ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ ଦଳ ୮ ଉଇକେଟରେ ବିଜୟୀ ହୋଇଥିଲା। ବିଶାଖାପାଟଣାରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆରେ ଭାରତ ୧୦୭ ରନରେ ବିଜୟ ହାସଲ କରିଛି। ଏଣୁ ବାରବାଟୀ ମ୍ୟାଚର ଗୁରୁତ୍ୱ ବଢ଼ି ଯାଇଛି। ସିରିଜର ଏହା ନିର୍ଣ୍ଣାୟକ ମ୍ୟାଚ ହୋଇଥିବାରୁ ଭାରତୀୟ କ୍ରିକେଟପ୍ରେମୀଙ୍କ ନଜର ଏବେ ସ୍ବତଃ ବାରବାଟୀ ମ୍ୟାଚ ଉପରେ ନିବଦ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri