ବାର୍‌ ଉପରେ ପୋଲିସ୍‌ର ଚଢ଼ାଉ, ମାଲିକ ଗିରଫ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୮।୬(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ସହରରେ ଥିବା ଶାନ୍ତି ବାର୍‌ ଉପରେ ସୋମବାର ପୋଲିସ୍‌ ଅଚାନକ ଚଢ଼ାଉ କରିଥିଲା। ବେଆଇନ ଭାବେ ଖୋଲା ମଦ ବିକ୍ରି ସହ ଲକ୍‌ଡାଉନ ନିୟମକୁ ଅବମାନନା ଅଭିଯୋଗରେ ବାର୍‌ର ମାଲିକଙ୍କୁ ଗିରଫ କରାଯାଇଛି।
ବର୍ତ୍ତମାନ ସମୟରେ ସରକାର ମଦ ବିକ୍ରି ପାଇଁ ଅନଲାଇନ୍‌ ରେଜିଷ୍ଟ୍ରେଶନ ପରେ ହୋମ୍‌ ଡେଲିଭରି ପାଇଁ ଅନୁମତି ଦେଇଥିଲେ। ଏହି ବାର୍‌ ପକ୍ଷରୁ ଖୁଲମ୍‌ଖୁଲା ଅବମାନନା କରାଯାଉଥିଲା। ବେଆଇନ୍‌ ଭାବେ ଅଫଲାଇନ୍‌ ମାଧ୍ୟମରେ ବିକ୍ରି କରୁଥିବା ଖବରପାଇ ଜଳେଶ୍ୱର ପୋଲିସର ସ୍ବତନ୍ତ୍ର ଟିମ୍‌ ଚଢ଼ାଉ କରିଥିଲ। ବାର୍‌ ମାଲିକଙ୍କୁ ଗିରଫ କରିବା ସହ ପ୍ରାୟ ନଗଦ ୧୪ହଜାର ଟଙ୍କା ଜବତ କରାଯାଇଛି। ଅନ୍ୟପକ୍ଷରେ ବାର୍‌ର ଷ୍ଟକିଂକୁ ଯାଞ୍ଚ କରିବା ପରେ ବାର୍‌କୁ ସିଲ୍‌ କରାଯିବ ବୋଲି ଜଳେଶ୍ୱର ଏସ୍‌ଡ଼ିପିଓ ଅଙ୍କିତା କୁମ୍ଭାର ପ୍ରକାଶ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?