ବାର୍‌ହା ଆକ୍ରମଣରେ ମହିଳା ଗୁରୁତର

ନୟାଗଡ଼ ଅଫିସ,୨୧ା୪: ଓଡ଼ଗାଁ ଥାନା ପେଟେଇଚଣ୍ଡୀ ମନ୍ଦିର ପଛପଟେ ଥିବା କାଜୁ ଜଙ୍ଗଲରେ ଶନିବାର ବାର୍‌ହା ଆକ୍ରମଣ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ସିଙ୍ଗାରପଲ୍ଲୀ ପଞ୍ଚାୟତ ବନ୍ତଳା ଗ୍ରାମର ଉଜ୍ୱଳା ପାଇକରାୟ। ଉଜ୍ୱଳା ଓ ଗ୍ରାମର କିଛି ମହିଳା କାଜୁ ଜଙ୍ଗଲକୁ ଅପରାହ୍ନରେ କାଜୁ ତୋଳିବା ପାଇଁ ଯାଇଥିଲେ। ଏହି ସମୟରେ ଏକ ବାର୍‌ହା ଆସି ଉଜ୍ୱଳାଙ୍କୁ ଆକ୍ରମଣ କରିଥିଲା। ଏଥିରେ ତାଙ୍କ ଗୋଡ ଓ ବେକରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଅନ୍ୟ ମହିଳାମାନେ ଏ ନେଇ ଖବର ଦେବା ପରେ ଗାଁ ଲୋକେ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ସେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ବୀମା ରାଶି ପ୍ରଦାନ

ଛତ୍ରପୁର,୧୦।୭(ଦିଲୀପ ସାମଲ): ୨୦୨୪ ମସିହାରେ କାର୍ଯ୍ୟରତ ଅବସ୍ଥାରେ ଅକସ୍ମାତ ହୃଦ୍ଘାତରେ ପରଲୋକବରଣ କରିଥିବା ଚମାଖଣ୍ଡି ପୋଲିସ ଥାନା କର୍ମଚାରୀ ସଞ୍ଜିତ ସ୍ବାଇଁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri