ମହାକାଳପଡ଼ା,୯ା୯(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତ ତେନ୍ତୁଳିକନ୍ଧା ଗ୍ରାମର ସନ୍ତୋଷ ସ୍ବାଇଁ(୫୨), ତାଙ୍କ ସ୍ତ୍ରୀ ମମତା (୪୫) ବୁଧବାର ବିଲକୁ ଚାଷକାମ କରିବାକୁ ଯାଉଥିବା ସମୟରେ ନିକଟସ୍ଥ ଜଙ୍ଗଲରୁ ଏକ ବାର୍ହା ଆକ୍ରମଣ କରିଥିଲା। ଏଥିରେ ଉଭୟ ସ୍ବାମୀ-ସ୍ତ୍ରୀ ଆହତ ହୋଇଥିଲେ। ତାଙ୍କୁ ମହାକାଳପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ଅପରପକ୍ଷରେ ଆକ୍ରମଣ କରିଥିବା ବାର୍ହାକୁ କିଛି ଦୁର୍ବୃତ୍ତ ମାରି ତା’ର ମାଂସ ନେଇଯାଇଥିଲେ। ଖବର ପାଇ ମହାକାଳପଡ଼ା ବନାଞ୍ଚଳ କର୍ମଚାରୀ ଘଟଣାସ୍ଥଳରୁ ୫୦ କେଜି ବାର୍ହା ମାଂସ ଜବତ କରିଥିବା ବେଳେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବା ବନାଞ୍ଚଳ ଅଧିକାରୀ ସାହାଜୀ ଚରଣ ବିଶ୍ୱାଳ ସୂଚନା ଦେଇଛନ୍ତି।
ବାର୍ହା ଆକ୍ରମଣରେ ସ୍ତ୍ରୀ-ସ୍ବାମୀ ଆହତ, ଏହି ବାର୍ହା ମାରି ମାଂସ ନେବାକୁ ଦୁର୍ବୃତ୍ତଙ୍କ ଅପଚେଷ୍ଟା
Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା View All
ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…
ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…
ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍, ଅର୍ଥ ଅନୁମୋଦନ କେବେ…?
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…
କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…
‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼
ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…
ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ
ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…
ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ…
ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…
ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ
ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍ବରେ ଏକ କାର୍ ପୋଡିଯାଇ ପଡି ରହିଥିବା…
ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ
ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…
Archives

