ବାର୍‌ହା ମାଂସ ଜବତ, ଶିକାରୀ ଗିରଫ

ବୁଗୁଡ଼ା,୧୧ା୧(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ଜିଲିବା ଛକରେ ବାଲିପଦର ବନପାଳ ଓ ବନରକ୍ଷୀ ଶନିବାର ବାର୍‌ହା ମାଂସ ବିକ୍ରି କରୁଥିବା ଜଣେ ଯୁବକଙ୍କୁ କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ ଜିଲିବା ଗ୍ରାମର କୁନା ସ୍ବାଇଁ। ତାଙ୍କ ନିକଟରୁ ୫ କେଜି ବାର୍‌ହା ମାଂସ ସହ ଛୁରି ଓ କଟୁରୀ ଜବତ ହୋଇଛି। ଏ ନେଇ ବୁଗୁଡ଼ା ବନ ବିଭାଗ ନଂ. ୨୧୪/୧୯-୨୦ରେ ଏକ ମାମଲା ରୁଜୁ କରିଛି। ପ୍ରକାଶ ଯେ, ଶୁକ୍ରବାର ଅପରାହ୍ନରେ କୁନା ବାର୍‌ହା ଶିକାର କରି ତାର ମାଂସ କାଟି ବିକ୍ରୟ ପାଇଁ ଯାଉଥିଲେ। ଖବର ପାଇ ବନପାଳ ଶାନ୍ତନୁ କୁମାର ନାୟକ ଓ ବନରକ୍ଷୀ ପ୍ରଶାନ୍ତ କୁମାର ପଲେଇ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ଶୀକାରୀଙ୍କୁ ଗିରଫ କରିଥିଲେ। ଅଞ୍ଚଳରେ ବାର୍‌ହା ଶିକାରକୁ ରୋକିବା ପାଇଁ ବନ ବିଭାଗ ଚଢ଼ାଉ ଜାରି ରଖିଥିବା ବନାଞ୍ଚଳ ଅଧିକାରୀ ଫକୀର ଚରଣ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଇରାନ-ପାକିସ୍ତାନ ମଧ୍ୟରେ ହେଲା ‘ଟେବୁଲ ତଳେ ଚୁକ୍ତି’ , ସହି ପାରିବେ ନାହିଁ ଟ୍ରମ୍ପ

ଇସଲାମାବାଦ,୨୧।୫: ପାକିସ୍ତାନର ଶାସକମାନେ ନିଜ ଦେଶକୁ ଅପମାନିତ କରିବାରେ ସମସ୍ତ ସୀମା ଅତିକ୍ରମ କରିଛନ୍ତି। ଶାହବାଜ, ମୁନିର ଏବଂ ବର୍ତ୍ତମାନ ମୋହସିନ ନକଭି ସେମାନଙ୍କର ସାଧୁତା ବିକ୍ରୟ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ…

Melody Toffee ପରେ ମେଲୋନିଙ୍କୁ ଆଉ ଏକ ବିଶେଷ ଉପହାର ଦେଲେ ମୋଦି

ରୋମ,୨୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ଦେଶ ଗସ୍ତ କରି ଫେରିଛନ୍ତି। ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମୋଦି ସେ ଯେଉଁ ଦେଶ ଗସ୍ତ କରିଥିଲେ ସେହି…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମହଙ୍ଗା ଭତ୍ତା ୬୦% କୁ ବୃଦ୍ଧି

ଲକ୍ଷ୍ନୌ,୨୧ା୫: ଉତ୍ତରପ୍ରଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ବର୍ଦ୍ଧିତ ମୁଦ୍ରାସ୍ଫୀତି ମଧ୍ୟରେ, ଯୋଗୀ ସରକାର ରାଜ୍ୟ କର୍ମଚାରୀମାନଙ୍କୁ ଏକ…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri