କେସିଙ୍ଗା, ୧୪।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ପଲମଫାଣ୍ଡି ଅନ୍ତର୍ଗତ ଟକର୍ଲା ପଞ୍ଚାୟତ ରାଏଧୁନିପଦର ଗ୍ରାମର କେତେକ ଲୋକ ସଂଘବଦ୍ଧ ହୋଇ ନିକଟସ୍ଥ ବଜରଗଡ଼ ଜଙ୍ଗଲକୁ ଯାଇ ବାର୍ହା ଶିକାର କରୁଥିବା ସମୟରେ ଜଣେ ଶିକାରୀଙ୍କ ମୃତ୍ୟୁ ଘଟିଥିଲା। ସେ ହେଲେ ରାଜୁ ମାଝି। ଏହି ଘଟଣା ପରେ ଅନ୍ୟ ଶିକାରୀ ଓ ଗ୍ରାମବାସୀ ପୋଲିସକୁ ନ ଜଣାଇ ଶବ ସତ୍କାର କରିଥିଲେ। ମୃତ ରାଜୁ ମାଝିଙ୍କ ଭଉଣୀ ନିର୍ମଳା ଏହି ଘଟଣା ବିଷୟରେ ଜାଣି ଶୁକ୍ରବାର ଫାଣ୍ଡିରେ ଅଭିଯୋଗ କରିଛନ୍ତି। ପୋଲିସ ପହଞ୍ଚି କେସ୍ ନଂ .୨୪୭/ ୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛି।
ସୂଚନାଯୋଗ୍ୟ, ଉପରୋକ୍ତ ଗ୍ରାମର ୭ଜଣ ଶିକାରୀ ଗତ ମଙ୍ଗଳବାର ନିକଟସ୍ଥ ବଜ୍ରଗଡ଼ ଜଙ୍ଗଲକୁ ଶିକାର କରିବାକୁ ଯାଇଥିଲେ। ଏକ ବାର୍ହାକୁ ସଂଘବଦ୍ଧ ହୋଇ ଘେରିଥିଲେ। ବାର୍ହାକୁ ଗୁଳିମାରିବା ସମୟରେ ତାହା ବାର୍ହା ଦେହରେ ନ ବାଜି ଶିକାରୀ ରାଜୁଙ୍କ ଦେହରେ ବାଜିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।
ବାର୍ହା ମାରିବାକୁ ଯାଇ ଶିକାରୀ ମୃତ: ପୋଲିସକୁ ନ ଜଣାଇ ମୃତଦେହ ସତ୍କାର କଲେ ଗ୍ରାମବାସୀ, ପୋଲିସର ତନାଘନା
Posted inଆମ ଜିଲା ଖବର, କଳାହାଣ୍ଡି View All
ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ
ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…
ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍ରେ ଉତ୍ତେଜନା
ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…
ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…
ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…
ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ
ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…
ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…
ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…
ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…
ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….
କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…
Archives

