Posted inଜାତୀୟ

ବାଲାକୋଟରେ ତାଲିମ ନେଉଛନ୍ତି ୫୦ ଆତଙ୍କବାଦୀ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ) ଅନ୍ତର୍ଗତ ବାଲାକୋଟର ଜୈଶ-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀ ଶିବିରକୁ ଭାରତୀୟ ବାୟୁସେନା ଧ୍ୱଂସ କରିବାର ୮ ମାସ ପରେ ଉକ୍ତ ଶିବିର ପୁଣିଥରେ ସକ୍ରିୟ ହୋଇଉଠିଛି। ସେଠାରେ ୪୦ରୁ ୫୦ ଜଣ ଆତଙ୍କବାଦୀ ପ୍ରଶିକ୍ଷଣ ନେଉଥିତ୍ବା ଗୋଇନ୍ଦା ସଂସ୍ଥା ଜାଣିବାକୁ ପାଇଛି। ସେମାନଙ୍କ ମଧ୍ୟରେ ଆତ୍ମଘାତୀ ମଧ୍ୟ ଅଛନ୍ତି। ଭାରତୀୟ ଗୋଇନ୍ଦା ସଂସ୍ଥାଗୁଡ଼ିକ ଉକ୍ତ ଶିବିର ଉପରେ କଡା ନଜର ରଖିଛି। ସେଠାରେ ତାଲିମ ନେଇଥିବା କେତେଜଣ ଆତଙ୍କବାଦୀଙ୍କୁ କଶ୍ମୀର ପଠାଯାଇଛି। ଭାରତୀୟ ସୁରକ୍ଷା ଘାଟିକୁ ଟାର୍ଗେଟ କରିବା ଲାଗି ସେମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଗତ ଫେବୃୟାରୀ ୨୬ରେ ବାଲାକୋଟ ଜେଇଏମ୍‌ ଶିବିର ଉପରେ ବାୟୁସେନା ଏୟାରଷ୍ଟ୍ରାଇକ୍‌ କରିଥିଲା। ଏହା ପରେ ୬ ମାସ ପର୍ଯନ୍ତ ଉକ୍ତ ଶିବିର ବନ୍ଦ ରହିଥିଲା। କିଛି ଦିନ ମଧ୍ୟରେ ଏହି ଆତଙ୍କବାଦୀ ସଂଗଠନ ଖୁବ୍‌ଶୀଘ୍ର ପୁନଃସକ୍ରିୟ ହେବାକୁ ଯାଉଥିବା ଗତ ମାସରେ ବାୟୁସେନା ମୁଖ୍ୟ ଜେନେରାଲ ବିପିନ ରାଓ୍ବତ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri