ବାଲାଜୀଙ୍କ ସମେତ ଅନ୍ୟ ଦେବାଦେବୀଙ୍କ ନାଗରିକତ୍ୱ ପ୍ରମାଣ ଲୋଡିଲେ ପୂଜାରୀ

ହାଇଦ୍ରାବାଦ୍‌ ,୨୬।୧: ଦେଶରେ ସିଏଏ ବିରୋଧ ତଥା ସମର୍ଥନରେ ବିଭିନ୍ନ ପ୍ରଦର୍ଶନ ଜାରି ରହିଛି। ତେବେ ହାଇଦ୍ରାବାଦ୍‌ ଚିଲକୁର ବାଲାଜୀ ମନ୍ଦିରର ମୁଖ୍ୟ ପୂଜାରୀ ସି.ଏସ୍‌. ରଙ୍ଗରାଜନ ବାଲାଜୀଙ୍କ ସମେତ ଅନ୍ୟ ଦେବାଦେବୀଙ୍କ ନାଗରିକତ୍ୱ ପ୍ରମାଣ ସରକାରଙ୍କଠାରୁ ଲୋଡିଛନ୍ତି। ସେ କହିଛନ୍ତି ଯେ, ଦେଶର ସମସ୍ତ ମନ୍ଦିରର ପୂଜାରୀ ଭଗବାନଙ୍କ ନାଗରିକତ୍ୱ ପ୍ରମାଣ ସରକାରଙ୍କୁ ମାଗିବା ସହିତ ସେଥିପାଇଁ କୋର୍ଟର ଦ୍ୱାରସ୍ଥ ମଧ୍ୟ ହେବା ଆବଶ୍ୟକ। ସେ ସିଏଏ ସେକସନ୍‌-୫ର ବିଭାଗ-୪ ଅନ୍ତର୍ଗତ ତିରୁମାଲାର ଭେଙ୍କଟଶ୍ୱରା ସ୍ବାମୀ, ସବରିମାଲାର ଅୟପ୍ପା ସ୍ବାମୀ ଏବଂ କେରଳର ପଦ୍ମନାଭ ସ୍ବାମୀଙ୍କ ନାଗରିକତ୍ୱ ଦାବି କରିଛନ୍ତି। ଏବେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri