ବାଲିଆପାଳରେ ଭାଜପା ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ

ବାଲିଆପାଳ,୩।୮(ସ୍ବ.ପ୍ର.): ବାଲିଆପାଳରେ ଗତ ଜୁଲାଇରେ ରାଜଧାନୀ ଢ଼ାବାରୁ ନାବାଳକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟଣାରେ ପୋଲିସର ତଦନ୍ତରେ ଶିଥିଳତାକୁ ନେଇ ଭାଜପା ପକ୍ଷରୁ ଶନିବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ସହରରେ ଦୋକାନ ବଜାର ବନ୍ଦ ହୋଇଥିବା ବେଳେ ଗାଡ଼ି ଚଳାଚଳ ବନ୍ଦ ରହିଛି। ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ତେବେ ସ୍ଥାନୀୟ ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥିରେ ୨୦ଜଣ ଅଧିକାରୀ ରହିଥିବା ବେଳେ ବସ୍ତା ଏସ୍‌ଡିପିଓ ମଧ୍ୟ ସ୍ଥିତି ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଗର ଓ ନୀଳ ଅର୍ଥନୀତି

ପୃଥିବୀର ମୋଟ ଆୟତନର ପ୍ରାୟ ୭୧ ଭାଗ ହେଉଛି ମହାସାଗର ଏବଂ ଏଥିରେ ପୃଥିବୀର ମୋଟ ଜଳର ୯୮ ପ୍ରତିଶତ ଅଛି। ମହାସାଗରଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ…

ସୁନା ପଞ୍ଜୁରିରେ ‘ଶିକ୍ଷିତ ପକ୍ଷୀ’

ଆଧୁନିକ ସହର ଏବେ ଭୂସମାନ୍ତର ସମ୍ପ୍ରସାରଣ ଅପେକ୍ଷା ଭୂଲମ୍ବ ସମ୍ପ୍ରସାରଣ ଉପରେ ଅଧିକ ଗୁରୁତ୍ୱ ଦେଉଛି। ସେଥିପାଇଁ ସହର ଭିତରେ ଗଢା ଚାଲିଛି ବହୁତଳ ଆପାର୍ଟମେଣ୍ଟ। ସାଧାରଣ…

ଏମିତି ପ୍ରଶ୍ନ ପଚାରିଲେ ନ୍ୟୁଜ ଆଙ୍କର, ରାଗରେ ନାଲି ପଡ଼ିଗଲେ ଡୋନାଲ୍ଡ ଟ୍ରମ୍ପ, ସାକ୍ଷାତକର ମଝିରୁ ଚାଲିଯିବ ସହ କହିଲେ…

ଓ୍ବାଶିଂଟନ,୮।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସାକ୍ଷାତକାର ସମୟରେ ଏତେ କ୍ରୋଧିତ ହୋଇଗଲେ ଯେ ସେ ସାମ୍ବାଦିକଙ୍କୁ ‘ବେଇମାନ ଏବଂ ମୂର୍ଖ’ ବୋଲି କହି ମଝିରୁ…

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri