ବାଲିଗୁଡ଼ାରେ ବସ ଚଳାଚଳ ବନ୍ଦ

ବାଲିଗୁଡ଼ା,୮।୧(ଡି.ଏନ୍‌.ଏ.) : କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ୧୨ ଦଫା ନେଇ ଦେଶବ୍ୟାପୀ ବନ୍ଦ ପାଳନ ଡାକରା ଦିଆଯାଇଛି। ଏଠାରେ କୌଣସି ସଂଗଠନ ବନ୍ଦ କରିବା ପାଇଁ ପ୍ରଚାର କରି ନ ଥିଲେ ମଧ୍ୟ ଧର୍ମଘଟକୁ ଦୃଷ୍ଟିରେ ରଖି ବାଲିଗୁଡା ମା’ପାଟଖଣ୍ଡା ଘରୋଇ ବସ ମାଲିକ ସଂଘ ବସ ଚଳାଚଳ ବନ୍ଦ ରଖିଥିଲା। କେତେକ ଯାତ୍ରୀ ଏହା ଜାଣି ନ ପାରି ହଇରାଣ ହରକତ ହୋଇଥିଲେ ଏବଂ ଦୋକାନ ବଜାର ମଧ୍ୟ ସାମାନ୍ୟ ବନ୍ଦ ରହିଥିଲା। ବ୍ୟାଙ୍କ, ପୋଷ୍ଟ ଅଫିସ,ବନ୍ଦ ରହିଥିଲା l ଶାନ୍ତି ଶୃଙ୍ଖଳା ଦୃଷ୍ଟିରୁ ବାଲିଗୁଡ଼ା ଥାନାଧିକାରୀ ପ୍ରଶାନ୍ତ କୁମାର ବେହେରାଙ୍କ ନେତୃତ୍ୱରେ ସ୍ଥାନେ ସ୍ଥାନେ ପୋଲିସ ମୁତୟନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri