ବାଲିପାଟଣାରେ ରଥଯାତ୍ରା

ବାଲିପାଟଣା,୫।୭(ଡି.ଏନ୍‌.ଏ.): ବାଲିପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବାଲିପାଟଣା ହାଟରେ ନିର୍ମିତ ଜଗନ୍ନାଥ ମନ୍ଦିରରୁ ଶ୍ରୀ ବିଗ୍ରହ ପହଣ୍ଡି ହୋଇ ମଧ୍ୟାହ୍ନରେ ରଥକୁ ଆସିଥିଲେ। ମହାରାଜ ସୁକଦେବ ଜେନାମଣି ଛେରାପହଁରା କରିଥିଲେ। ମନ୍ତ୍ରୀ ଗୁରୁପ୍ରସାଦ ମିଶ୍ର ପହଣ୍ଡିରେ ସାମିଲ ହୋଇଥିଲେ। ସାରଥୀ ମାଗୁଣି ରଣା କାର୍ଯ୍ୟ ସମ୍ପାଦନ କରି ମଉଣିଆ ଗୀତ ଗାନ କରିିଥିଲେ। ଅପରାହ୍ନ ୪ଟାରେ ରଥ ଟାଣିବା ଆରମ୍ଭ ହୋଇଥିଲା। ଶତାଧିକ ଭକ୍ତ ରଥ ଟାଣି ବାଲିପାଟଣା ଛକଠାର ପହଞ୍ଚାଇଥିଲେ। ସନ୍ଧ୍ୟା ୬ଟା ୩୦ରେ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚତ୍ଥିଲେ। ବାଲିପାଟଣା ଥାନା ଏସଆଇ ନୟନା ଦେବୀଙ୍କ ତତ୍ତ୍ୱାବଧାନରେ ପୋଲିସ ପ୍ରଶାସନ ଶୃଙ୍ଖଳା ରକ୍ଷା କରିଥିଲେ। ସେହିପରି କିଆଯୋରୀ, ବିଶ୍ୱନାଥପୁର, ସରାଟ, ଗୋବିନ୍ଦପୁର, ବନମାଳୀପୁର, ଅଠାନ୍ତର, ତୁରିନ୍ତିରା, ନରିଶ, ସୋମଣାରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri