ବାଲିମେଳାରେ ଆତଙ୍କ ସୃଷ୍ଟି କରୁଥିଲା ଭାଲୁ, କାବୁ କଲା ବନବିଭାଗ

କୋରୁକୋଣ୍ଡା, ୧୧।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଗତ କିଛି ଦିନ ହେବ ଭାଲୁ ଆତଙ୍କ ସୃଷ୍ଟି କରୁଥିଲା। ଚିତ୍ରକୋଣ୍ଡା ଛକ ନିକଟବର୍ତ୍ତୀ ଅଞ୍ଚଳରେ ସନ୍ଧ୍ୟା ହେଲେ ଭାଲୁ ଆସି ବୁଲିବା ସହ ସେଠାରେ ଥିବା ଦୋକାନଗୁଡିକୁ ଭଙ୍ଗାରୁଜା କରୁଥିଲା। ମଙ୍ଗଳବାର ବିଳମ୍ବିତ ରାତିରେ ବନ ବିଭାଗ ରଣ କୌଶଳ ପ୍ରୟୋଗକରି ମାଲକାନଗିରିରୁ ଯନ୍ତା ଆଣି ଭାଲୁଟିକୁ କାବୁ କରିବାରେ ସଫଳ ହୋଇଛି। ଭାଲୁକୁ ଉଦ୍ଧାର କରାଯିବା ପରେ ବନ ବିଭାଗ ତାକୁ ଜଙ୍ଗଲ ମଧ୍ୟରେ ଛାଡ଼ିଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରୁ ଉଡ଼ିବ ଡବଲ ଇଞ୍ଜିନ ବିମାନ

ମାଲକାନଗିରି, ୧୩।୭(ଗୌରିଶଙ୍କର ପଣ୍ଡା): ମାଲକାନଗିରି ବିମାନବନ୍ଦରକୁ ଏବେ କେବଳ ଛୋଟ ବିମାନ ଚଳାଚଳ କରାଯିବ ନାହିଁ। ଆଗକୁ ପ୍ରାୟ ୧୨୦ ଆସନ ବିଶିଷ୍ଟ ଡବଲ ଇଞ୍ଜିନ ଯାତ୍ରୀବାହୀ…

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri