ବାଲୁକାକଳାରେ ଲତାଙ୍କ ଆରୋଗ୍ୟ କାମନା କଲେ ସୁଦର୍ଶନ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ଖ୍ୟାତନାମା ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଆରୋଗ୍ୟ କାମନା କରିିଛନ୍ତି। ସୁଦର୍ଶନ ନିଜ ବାଲୁକାକଳାରେ ଏନେଇ ବାର୍ତ୍ତା ଦେଇଛନ୍ତି।

୯୦ ବୟସ୍କ ମଙ୍ଗେସକର ସୋମବାର ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଆଇସିୟୁରେ ରହିଥିବାରୁ ତାଙ୍କ ଆରୋଗ୍ୟ କାମନା କରି ଲୋକେ ବାର୍ତ୍ତା ପଠାଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚିନ୍ତା ବଢାଇଲା କରୋନା; ଗଞ୍ଜାମରେ ଜାରି ହେଲା ହାଇଆଲର୍ଟ, ଏହି ସବୁ ଲକ୍ଷଣ ଦେଖାଗଲେ…

ଛତ୍ରପୁର, ୧୫।୭ (ଦିଲ୍ଲୀପ ସାମଲ ): ଦୀର୍ଘ ବର୍ଷ ଧରି ଥମି ଯାଇଥିବା କରୋନା ଭାଇରସ ପୁଣିଥରେ ସଂକ୍ରମିତ ହେବା ଆରମ୍ଭ ହୋଇଥିବା ଜଣାପଡିଛି। ଆନ୍ଧ୍ରରେ କୋଭିଡ…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri