ବାଲେଶ୍ବରରେ ଭାରତ ବନ୍ଦ ଡାକରା ପ୍ରଭାବଶୂନ୍ୟ

ବାଲେଶ୍ୱର ଅଫିସ, ୨୯।୧: ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ବାଲେଶ୍ବରରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। ବୁଧବାର ପୂର୍ବାହ୍ନ ୯ଟା ସମୟରେ ଗଗନ ସେଠୀଙ୍କ ନେତୃତ୍ୱରେ ମାତ୍ର ୧୫ରୁ ୧୬ ଜଣ ଲୋକ ଷ୍ଟେଶନ ଛକରେ ଆନ୍ଦୋଳନ ଆରମ୍ଭ କରିଥିଲେ। ମାତ୍ର ୧୦ ମିନିଟ ପରେ ପୋଲିସ ସେମାନଙ୍କୁ ଗିରଫ କରିଥିଲା। ଦୋକାନ, ବଜାର, ସ୍କୁଲ, କଲେଜ ସରକାରୀ ଓ ବେସରକାରୀ ଅଫିସ ଦୈନନ୍ଦିନ ପରି ଖୋଲାଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri