ବାଲେଶ୍ୱର, କେନ୍ଦୁଝର ଜିଲା କଂଗ୍ରେସ ପ୍ରେରକ ଜିଲା ଇନଚାର୍ଜ ମନୋନୀତ

କେନ୍ଦୁଝର,୧୭।୬(ସ୍ବ.ପ୍ର.): କଂଗ୍ରେସ ସଂଗଠନକୁ ସୁଦୃଡ଼ ଓ କର୍ମୀଙ୍କୁ ସକ୍ରିୟ କରିବା ପାଇଁ ଜାତୀୟ, ପ୍ରଦେଶ, ଜିଲା, ବ୍ଲକ ଓ ଗ୍ରାମ ପଞ୍ଚାୟତରେ ଅଧିକ କ୍ରିୟାଶୀଳ କରିବାକୁ ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ନିଷ୍ପତି ନିଆଯାଇଛି । ଏହି କଂଗ୍ରେସର ପ୍ରେରକ ମାଧ୍ୟମରେ କାର୍ଯ୍ୟକ୍ରମ କରାଯିବ । ସେମାନେ କଂଗ୍ରେସ କର୍ମୀଙ୍କୁ ଟ୍ରେନିଂ,କର୍ମଶାଳା ଓ କଂଗ୍ରେସ ଐତିହ୍ୟ ବିଷୟରେ ବୁଝାଇବେ । ସେଥିପାଇଁ ବିଭିନ୍ନ ଜିଲା ପାଇଁ କଂଗ୍ରେସ ପ୍ରେରକ ଜିଲା ଇନ୍‌ଚାର୍ଜ ମନୋନୀତ କରାଯାଇଛି । କେନ୍ଦୁଝର ଜିଲାର ବରିଷ୍ଠ କଂଗ୍ରେସ ନେତା ତଥା ଓଡିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ସଂଗ୍ରାମ ଦାସଙ୍କୁ ବାଲେଶ୍ୱର ଜିଲା ପାଇଁ କଂଗ୍ରେସ ପ୍ରେରକ ଜିଲା ଇନଚାର୍ଜ ଭାବେ ମନୋନୀତ କରାଯାଇଛି । ସେହିପରି ପିସିସି ମୁଖପାତ୍ର ତଥା ବରିଷ୍ଠ ସ୍ତମ୍ଭକାର ସୁଦର୍ଶନ ଦାସଙ୍କୁ କଂଗ୍ରେସ ପ୍ରେରକ କେନ୍ଦୁଝର ଜିଲା ଇନ୍‌ଚାର୍ଜ ଭାବେ ମନୋନୀତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri