ବାଲେଶ୍ୱର, ଭଦ୍ରକ, ଯାଜପୁର ପାଇଁ ଷ୍ଟେଟ୍‌ ର଼୍ୟାପିଡ୍‌ ରେସପନ୍ସ ଟିମ୍‌ ଗଠିତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱର, ଭଦ୍ରକ, ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨ ଦିନ ଭିତରେ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ୩ଟି ଷ୍ଟେଟ୍‌ ରାପିଡ୍‌ ରେସପନ୍ସ ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌ ଭଦ୍ରକ, ବାଲେଶ୍ୱର, ଓ ଯାଜପୁର ଜିଲା ଗସ୍ତ କରିବେ ।
ଏସ୍‌ସିବି ମେଡିକାଲରେ ଟେକ୍‌ନିକାଲ ଟିମ୍‌ ଯାଜପୁର ଜିଲା ଗସ୍ତ କରିବେ। ଫକୀର ମୋହନ ମେଡିକାଲ କଲେଜର ଟିମ୍‌ ବାଲେଶ୍ୱର ଓ ଭଦ୍ରକ ଯିବ। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବାଲେଶ୍ୱର ଜିଲା ଓ ଜନସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ଭଦ୍ରକ ଜିଲା ଗସ୍ତ କରିବେ। ସେହିପରି ପରିବାର କଲ୍ୟଣ ବିଭାଗ ନିର୍ଦ୍ଦେଶକ ଯାଜପୁର ଗସ୍ତରେ ଯିବେ। ମେଡିକାଲ କଲେଜ ବିଶେଷଜ୍ଞ ଓ ବରିଷ୍ଠ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର କଣ୍ଟେନମେଣ୍ଟ ଜୋନ୍‌ ତଦାରଖ କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri