ବାଲେଶ୍ୱର ଲିଙ୍କ୍‌କୁ ନେଇ ଉତ୍ତେଜନା

ଟିଟିଲାଗଡ଼,୨୪।୪(ଡି.ଏନ.ଏ.)-ମହାମାରୀ କରୋନା ରେଡ୍‌ ଜୋନ୍‌ ଭାବେ ପରିଚିତ ବାଲେଶ୍ୱର ଅଞ୍ଚଳର ଜଣେ ସରକାରୀ କର୍ମଚାରୀ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ପହଞ୍ଚତ୍ବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା ା ସହରର ହାଟପଦା ପଡାର ଏକ ଘରେ ସମ୍ପୃକ୍ତ ବ୍ୟକ୍ତି ରହିଥିବା ଖବର ପାଇ ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ଅଞ୍ଚଳର ଶତାଧିକ ଲୋକେ ଏହାକୁ ବିରୋଧ କରିଥିଲେ। ଖବର ପାଇ ପୋଲିସ ସେଠାରେ ପହଞ୍ଚତ୍ ଉତ୍ତେଜିତ ଲୋକଙ୍କୁ ବୁଝାଶୁଝା କରିଥିଲା ା ପରେ ଉକ୍ତ କର୍ମଚାରୀଙ୍କୁ ପୋଲିସ ଚଲାଇ ଚଲାଇ ସେଠାରୁ ନେଇ କ୍ୱାରାଣ୍ଟାଇନରେ ରଖିଥିବା ଖବର ମିଳିଛି ା ପ୍ରଶାସନର ଅଗୋଚରରେ ଘୁରି ବୁଲୁଥିବା ଏପରି ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri