ବାଲେଶ୍ୱରରୁ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୬୧

ଭୁବନେଶ୍ୱର,୩।୫(ବ୍ୟୁରୋ): ବାଲେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଛି। ଏନେଇ ରବିବାର ଅପରାହ୍ନରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଆକ୍ରାନ୍ତଜଣଙ୍କ ୩୪ ବର୍ଷୀୟ ପୁରୁଷ। ସେ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ତାଙ୍କ ନିକଟରେ କୌଣସି ଲକ୍ଷର ନ ଥିଲା। ପଜିଟିଭ୍‌ ବାହାରିବା ପରେ ତାଙ୍କର କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ କରାଯାଇଥିବା ମଧ୍ୟ ସୂଚନା ଦିଆଯାଇଛି।

ପ୍ରକାଶ ଯେ, ସକାଳେ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେଥିରୁ ଗଞ୍ଜାମ ଜିଲାର ୨ ଜଣ ଥିବା ବେଳେ ଜଣେ ଝାରସୁଗୁଡ଼ାର ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri