ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ ଛୁଇଁଲା

ବାଲେଶ୍ୱର ଅଫିସ,୨୨ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯିବା ପରେ ଜିଲାରେ ମୋଟ୍‌ କରୋନା ଆକ୍ରାନ୍ତ ସଂଖ୍ୟା ୧୨୫ରେ ପହଞ୍ଚିଛି । ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?